Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ ୧୮ ଗ୍ରାମ୍‌ ବ୍ରାଉନ୍‌ ସୁଗାର ଏବଂ ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ : ୨ ଗିରଫ
ଆଜିର ଖବର

ଭୁବନେଶ୍ବରରୁ ୧୮ ଗ୍ରାମ୍‌ ବ୍ରାଉନ୍‌ ସୁଗାର ଏବଂ ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ : ୨ ଗିରଫ

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
gram brown sugar and 100 kg ganja
gram brown sugar and 100 kg ganja

ରାଜଧାନୀ ଭୁବନେଶ୍ୱରରେ ବେଧଡ଼କଭାବେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ବ୍ରାଉନ ସୁଗାର ଓ ଗଞ୍ଜେଇ ଚାଲାଣକାରୀଙ୍କୁ ଧରୁଛି କମିଶନରେଟ୍‌ ପୋଲିସ। ଆଜି ଭୁବନେଶ୍ୱର ବିମାନ ବନ୍ଦରରୁ ବ୍ରାଉନସୁଗାର ଜବତ କରାଯାଇଛି। ସେପଟେ ଖଣ୍ଡଗିରିରେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରାଯାଇଛି। ଦୁଇଟି ମାମଲାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ନେଇ ଯାଉଥିବା ଦିଲୀପ ମହାପାତ୍ର ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ତା’ ନିକଟରୁ ୧୯୦୦ ଟଙ୍କା ଓ ମୋବାଇଲ ଜବତ କରାଯାଇଛି। ସେହିପରି ଖଣ୍ଡଗିରିର କୋଳଥିଆ ନିକଟ ଏକ ଡୁପ୍ଲେକ୍ସରେ ଅବକାରୀ ଚଢ଼ଉ ବିଭାଗ ଚଢ଼ାଉ କରିଛି। ସେଠାରୁ ଅବକାରୀ ବିଭାଗ ୧୦ କ୍ୱିଣ୍ଟାଲ ଗଞ୍ଜେଇ ସହ ଜଣକୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ବାଲେଶ୍ୱରର ସୁବଳ ସାମନ୍ତରାୟ। ସେ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ବୋଲି ଅବକାରୀ ବିଭାଗ ସୂତ୍ରରୁ ସୂଚନା ମିଳିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.