Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ଵବ୍ୟାଙ୍କ ପ୍ରତିନିଧିଙ୍କ ଉପମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ଓ ଆଲୋଚନା
ଆଜିର ଖବର

ବିଶ୍ଵବ୍ୟାଙ୍କ ପ୍ରତିନିଧିଙ୍କ ଉପମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତକାର ଓ ଆଲୋଚନା

September 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ସହ ଆଲୋଚନା କରିଛନ୍ତି।

ଆଲୋଚନାବେଳେ ସେ ଓଡ଼ିଶାର ଭୌଗୋଳିକ ସ୍ଥିତି, ଜଳବାୟୁ, ମୃତ୍ତିକା ସରଂକ୍ଷଣ ଓ ପରିବେଶ ଅନୁକୂଳ ଜୈବିକ ଚାଷକୁ ନେଇ ପ୍ରଶଂସା କରିଥିଲେ। ଏହାଛଡ଼ା ଆଲୋଚନା ବେଳେ ରିୱାର୍ଡ (REWRD) ଯୋଜନା ଅଧୀନରେ ଜଳାଶୟ ଖନନ ପ୍ରସଙ୍ଗରେ ମଧ୍ୟ ଓଡିଶାକୁ ପ୍ରଶଂସା କରିଥିଲେ। ବିଶ୍ଵବ୍ୟାଙ୍କ ବିଗତ ବର୍ଷ ମାନଙ୍କରେ ଓଡ଼ିଶାରେ କୃଷି କ୍ଷେତ୍ରକୁ ପ୍ରାଧାନ୍ୟ ଦେଇ ଆସିଛି। ଏବଂ ଏହି ସହଭାଗିତା ଆଗକୁ ମଧ୍ୟ ଜାରି ରହିବ । ଓଡ଼ିଶାର ପାରମ୍ପରିକ ଚାଷ ପଦ୍ଧତି ଓ ବିହନ ସରଂକ୍ଷଣ ଆଗାମୀ ଦିନରେ କୃଷି କ୍ଷେତ୍ରକୁ ଆହୁରି ସଶକ୍ତ ତଥା ବିଶ୍ୱରେ ଅଗ୍ରଣୀ ଦେଶ ରୂପେ ପରିଚିତ କରାଇବ। ଅଧିକରୁ ଅଧିକ ମହିଳା କୃଷି କ୍ଷେତ୍ରରେ ନିଜର କ୍ୟାରିଅର ଗଢ଼ିବା ପାଇଁ ଆହ୍ଵାନ ଦେଇଥିଲେ।

ଆଲୋଚନାରେ ମୃତ୍ତିକା ସରଂକ୍ଷଣ ଓ ଉଦ୍ୟାନ କୃଷି ନିର୍ଦେଶକ ଶ୍ରୀ ନିଖିଲ ପୱନ କଲ୍ୟାଣ, ବିଶ୍ଵବ୍ୟାଙ୍କ ପ୍ରତିନିଧି ପ୍ରୀତି କୁମାର, ଏସସି ରାଜଶେଖର, ଏମ୍ ଭେଙ୍କଟ ରମଣ, ମାନବିନ୍ଦର ଏମ୍ ପ୍ରମୁଖ ଉପସ୍ଥିତ ଥିଲେ ।

କନକ ବର୍ଦ୍ଧନ ସିଂହଦେଓ ଭୁବନେଶ୍ୱର ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026

ଫ୍ରାନ୍ସରେ ଶକ୍ତିଶାଳୀ ଟର୍ଣ୍ଣାଡୋ: ୩୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲା, ୪୧ଜଣ ଆହତ

August 26, 2026

ଆଜି ଅଗଷ୍ଟ ୨୬ ତାରିଖ ବୁଧବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2026
Latest News

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026

ଫ୍ରାନ୍ସରେ ଶକ୍ତିଶାଳୀ ଟର୍ଣ୍ଣାଡୋ: ୩୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲା, ୪୧ଜଣ ଆହତ

August 26, 2026

ଆଜି ଅଗଷ୍ଟ ୨୬ ତାରିଖ ବୁଧବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2026

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.