Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଖାଇକୁ ଖସିଲା ବସ୍‌ : ୩୫ ମୃତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ଖାଇକୁ ଖସିଲା ବସ୍‌ : ୩୫ ମୃତ

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
25 Killed As Bus Falls Into Gorge In Jammu and Kashmir's Kishtwar
25 Killed As Bus Falls Into Gorge In Jammu and Kashmir's Kishtwar

ଜମ୍ମୁ କାଶ୍ମୀରରେ ଏକ ବସ୍‌ ଖାଇ ମଧ୍ୟକୁ ଖସି ପଡିଛି। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି। ଜମ୍ମୁ କାଶ୍ମୀରର ଖିତ୍‌ଓ୍ବାର ଜିଲ୍ଲାରେ ସୋମବାର ସକାଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅନ୍ୟାନ୍ୟ ୭ ଜଣ ଆହତ ହୋଇଛନ୍ତି। ଖିତଓ୍ବାରର ପୋଲିସ୍‌ କମିଶନର ଅଙ୍ଗ୍ରେଜ୍‌ ସିଂ ରାଣା ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଏବଂ ଉଦ୍ଧାରକାରୀ ଦଳ ଉପସ୍ଥିତ ରହିଛନ୍ତି। ଆହତ ମାନଙ୍କୁ ଖିତଓ୍ବାର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 22, 2025

ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

December 22, 2025

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025
Latest News

୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 22, 2025

ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

December 22, 2025

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.