Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳୱେ ଫାଟକ ବନ୍ଦ ନେଇ ତାତିଲେ ଦୀପାଳି ଦାସ, କଲେ ତିବ୍ର ବିରୋଧ
ଆଜିର ଖବର

ରେଳୱେ ଫାଟକ ବନ୍ଦ ନେଇ ତାତିଲେ ଦୀପାଳି ଦାସ, କଲେ ତିବ୍ର ବିରୋଧ

September 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଳୱେ ଫାଟକ ବନ୍ଦ ନେଇ ତାତିଲେ ଦୀପାଳି ଦାସ, କଲେ ତିବ୍ର ବିରୋଧ

ଝାରସୁଗୁଡା: ରେଳୱେ ଫାଟକ ବନ୍ଦ କରିବା ପ୍ରସ୍ତାବକୁ ନେଇ ତାତିଲେ ଝାରସୁଗୁଡାର ପୂର୍ବତନ ବିଧାୟିକ ଦୀପାଳି ଦାସ। ସେହି ଫାଟକ ବନ୍ଦ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନି ମଧ୍ୟ ଦେଲେ। ଏ ନେଇ ସେ ଝାରସୁଗୁଡାରେ ଏକ ସାମ୍ବାଦିକ ସମ୍ମିଳନୀ କରି ରେଳ ବିଭାଗ ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି। ଏ ନେଇ ସେ ଏକ ଦସ୍ତଖତ ଅଭିଯାନ ମଧ୍ୟ ଆରମ୍ଭ କରିଛନ୍ତି।

ବହୁ ବର୍ଷ ଧରି ସରବାହଲ ଅଞ୍ଚଳବାସୀ ଏକ ରେଳଫାଟକ ପାର ହୋଇ ଝାରସୁଗୁଡା ସହରକୁ ଯାଇଥାନ୍ତି। ଯାହା ଯାତାୟତରେ ବେଶ ସୁବିଧା ହୋଇଥାଏ। ହେଲେ ରେଳବିଭାଗ ଏହି ଫାଟକକୁ ବନ୍ଦ କରିବାକୁ ନିଷ୍ପତି କରିଛି। ଫଳରେ ସେହି ଫାଟକରେ ସର୍ବସାଧାରଣ ଯାତାୟତ ବନ୍ଦ ହୋଇଯିବ। ସେଥିପାଇଁ ଦୀପାଳି ଏହା ବିରୋଧରେ ସ୍ବର ଉତ୍ତୋଳନ କରିଛନ୍ତି।

ଝାରସୁଗୁଡା ଦୀପାଳି ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026
Latest News

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.