Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭାରତ ସରକାର, ତ୍ରିପୁରା ସରକାର, ଏନଏଲଏଫଟି ଏବଂ ଏଟିଟିଏଫ ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣା ପତ୍ର
ଆଜିର ଖବର

ଆଜି ଭାରତ ସରକାର, ତ୍ରିପୁରା ସରକାର, ଏନଏଲଏଫଟି ଏବଂ ଏଟିଟିଏଫ ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣା ପତ୍ର

September 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ଶାହ
ଦେଶରେ ବନ୍ୟା ପରିଚାଳନା ଓ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତିର ସମୀକ୍ଷା କରିବେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଭାରତ ସରକାର, ତ୍ରିପୁରା ସରକାର ଏବଂ ନେସନାଲ ଲିବରେସନ ଫ୍ରଣ୍ଟ ଅଫ୍ ତ୍ରିପୁରା (ଏନଏଲଏଫଟି) ଏବଂ ଅଲ୍ ତ୍ରିପୁରା ଟାଇଗର ଫୋର୍ସ (ଏଟିଟିଏଫ)ର ପ୍ରତିନିଧିଙ୍କ ମଧ୍ୟରେ ଆଜି ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବ। ବୁଝାମଣାପତ୍ର ସ୍ୱାକ୍ଷର ସମୟରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ପ୍ରଫେସର ଡକ୍ଟର ମାଣିକ ସାହା ଏବଂ ଗୃହ ମନ୍ତ୍ରଣାଳୟ ଓ ତ୍ରିପୁରା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ।

ଉଗ୍ରବାଦ, ହିଂସା ଏବଂ ସଂଘର୍ଷମୁକ୍ତ ବିକଶିତ ଉତ୍ତର-ପୂର୍ବ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର କରିବା ଲାଗି ଗୃହ ମନ୍ତ୍ରଣାଳୟ ଅକ୍ଳାନ୍ତ ପରିଶ୍ରମ କରୁଛି।  ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସରକାର ଉତ୍ତର-ପୂର୍ବାଞ୍ଚଳରେ ଶାନ୍ତି ଏବଂ ସମୃଦ୍ଧି ଆଣିବା ପାଇଁ ୧୨ଟି ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷର କରିଛନ୍ତି, ଯେଉଁଥିରୁ ୩ଟି ତ୍ରିପୁରା ରାଜ୍ୟ ସହିତ ଜଡିତ। ମୋଦୀ ସରକାରଙ୍କ ଅନେକ ଚୁକ୍ତି ସ୍ୱାକ୍ଷରିତ ହେବା ଫଳରେ ପାଖାପାଖି ୧୦ ହଜାର ଲୋକ ଅସ୍ତ୍ର ତ୍ୟାଗ କରି ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି।

ଅମିତ ଶାହ ତ୍ରିପୁରା ସରକାର ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026

୭,୧୪୫ କୋଟିରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥକୁ କ୍ୟାବିନେଟ୍‌ର ମଞ୍ଜୁରୀ

July 2, 2026
Latest News

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026

୭,୧୪୫ କୋଟିରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥକୁ କ୍ୟାବିନେଟ୍‌ର ମଞ୍ଜୁରୀ

July 2, 2026

ଜନସଂଖ୍ୟା ପରିବର୍ତ୍ତନ ଅଧ୍ୟୟନ ପାଇଁ ରାଜ୍ୟ ଗସ୍ତ କରିବ ଉଚ୍ଚସ୍ତରୀୟ କମିଟି

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.