Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ଆଜିର ଖବର

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

September 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ରାଷ୍ଟ୍ରପତି ଥାର୍ମନ ଶନମୁଗରତ୍ନମଙ୍କ ସହ ସାକ୍ଷାତ କରିଛନ୍ତି।

ଭାରତ-ସିଙ୍ଗାପୁର ସହଭାଗୀତା ପ୍ରତି ରାଷ୍ଟ୍ରପତି ଥାର୍ମନଙ୍କ ଉତ୍ସାହପୂର୍ଣ୍ଣ ସହଯୋଗକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ଉଭୟ ନେତା ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ଦ୍ୱିପାକ୍ଷିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଦୁଇ ଦେଶ ମଧ୍ୟରେ ଦୀର୍ଘଦିନର ବନ୍ଧୁତା ଏବଂ ସହଯୋଗ, ଯାହା ବିଶ୍ୱାସ, ପାରସ୍ପରିକ ସମ୍ମାନ ଉପରେ ଆଧାରିତ ବୋଲି ସେମାନେ ଉଲ୍ଲେଖ କରିଥିଲେ।

ଏହି ପରିପ୍ରେକ୍ଷୀରେ, ସେମାନେ ଉଲ୍ଲେଖ କରିଥିଲେ ଯେ ବ୍ୟାପକ ରଣନୈତିକ ଭାଗିଦାରୀ ଦ୍ବାରା ସମ୍ପର୍କ ଉନ୍ନତ ହେବା ସହିତ ମିଳିତ ସହଯୋଗ ପାଇଁ ଏକ ଦୃଢ଼ ମାର୍ଗ ପ୍ରସ୍ତୁତ କରିବ। ଉନ୍ନତ ଉତ୍ପାଦନ ଏବଂ ଉଦୀୟମାନ ପ୍ରଯୁକ୍ତି ବିଦ୍ୟା ଭଳି ନୂତନ କ୍ଷେତ୍ରରେ ଭାରତ ଏବଂ ସିଙ୍ଗାପୁର କିପରି ସେମାନଙ୍କର ସହଯୋଗକୁ ସୁଦୃଢ଼ କରିପାରିବେ ସେ ବିଷୟରେ ସେମାନେ ଚିନ୍ତା ବ୍ୟକ୍ତ କରିଥିଲେ। ଆସନ୍ତା ବର୍ଷ ରାଷ୍ଟ୍ରପତି ଥାର୍ମନଙ୍କୁ ଭାରତରେ ସ୍ୱାଗତ କରିବା ପାଇଁ ସେ ଆଗ୍ରହୀ ବୋଲି ପ୍ରଧାନମନ୍ତ୍ରୀ ଜଣାଇଥିଲେ।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ବୈଠକ ସିଙ୍ଗାପୁର ସିଙ୍ଗାପୁର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.