Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟରେ ପାଖାପାଖି ୨୪,୮୦୦ଟି ବର୍ଷା ଜଳ ସଂରକ୍ଷଣ ସଂରଚନା ନିର୍ମାଣ କରିବା ଲକ୍ଷ୍ୟ
ଆଜିର ଖବର

ଗୁଜରାଟରେ ପାଖାପାଖି ୨୪,୮୦୦ଟି ବର୍ଷା ଜଳ ସଂରକ୍ଷଣ ସଂରଚନା ନିର୍ମାଣ କରିବା ଲକ୍ଷ୍ୟ

September 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ୧୨:୩୦ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟ ଠାରେ ‘ଜଳ ସଞ୍ଚୟ ଜନ ଭାଗିଦାରୀ ଅଭିଯାନ’ ର ଶୁଭାରମ୍ଭ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ।

ଜଳ ନିରାପତ୍ତା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ଆଗକୁ ବଢ଼ାଇବା ପାଇଁ ଏହି ପଦକ୍ଷେପ ଗୋଷ୍ଠୀ ଭାଗିଦାରୀ ଏବଂ ମାଲିକାନା ଉପରେ ଦୃଢ଼ ଗୁରୁତ୍ୱ ଦେଇ ଜଳ ସଂରକ୍ଷଣ କରିବାକୁ ଚାହୁଁଛି ଏବଂ ଏହା ସମଗ୍ର ସମାଜ ଏବଂ ସମଗ୍ର ସରକାରୀ ଆଭିମୁଖ୍ୟ ଦ୍ୱାରା ପରିଚାଳିତ। ଗୁଜରାଟ ସରକାରଙ୍କ ନେତୃତ୍ୱରେ ଜଳ ସଞ୍ଚୟ କାର୍ଯ୍ୟକ୍ରମର ସଫଳତାକୁ ଆଧାର କରି ଜଳ ଶକ୍ତି ମନ୍ତ୍ରଣାଳୟ, ରାଜ୍ୟ ସରକାରଙ୍କ ସହଯୋଗରେ ଗୁଜରାଟରେ “ଜଳ ସଞ୍ଚୟ ଜନ ଭାଗିଦାରୀ” ପଦକ୍ଷେପ ଆରମ୍ଭ କରୁଛି। ଜଳ ସୁରକ୍ଷିତ ଭବିଷ୍ୟତ ସୁନିଶ୍ଚିତ କରିବା ପାଇଁ ଗୁଜରାଟ ସରକାର ନାଗରିକ, ସ୍ଥାନୀୟ ସଂସ୍ଥା, ଶିଳ୍ପ ଏବଂ ଅନ୍ୟ ଅଂଶୀଦାରମାନଙ୍କୁ ଏକାଠି କରିବାକୁ ପ୍ରୟାସ କରିଛନ୍ତି।

ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟରେ ପ୍ରାୟ ୨୪,୮୦୦ ଟି ବର୍ଷା ଜଳ ସଂରକ୍ଷଣ ସଂରଚନା ଗୋଷ୍ଠୀ ସହଭାଗିତାରେ ନିର୍ମାଣ କରାଯାଉଛି। ଏହି ରିଚାର୍ଜ ସଂରଚନା  ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତାକୁ ସୁନିଶ୍ଚିତ କରିବାରେ ସହାୟକ ହେବ।

ଗୁଜରାଟ ଜଳ ସଞ୍ଚୟ ଜନ ଭାଗିଦାରୀ ଅଭିଯାନ ଜଳ ସଂରକ୍ଷଣ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.