Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଶତବାର୍ଷିକୀ ପାଳନ ପାଇଁ ‘ଖେଳ ଉତ୍ସବ-୨୦୨୪’ ଆୟୋଜିତ
ଆଜିର ଖବର

ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଶତବାର୍ଷିକୀ ପାଳନ ପାଇଁ ‘ଖେଳ ଉତ୍ସବ-୨୦୨୪’ ଆୟୋଜିତ

September 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ପାଳନ ପୂର୍ବରୁ ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ସହଯୋଗରେ ଜାତୀୟ କ୍ରୀଡ଼ା ଦିବସ ୨୦୨୪ ପାଳନ ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୭, ୨୦୨୪ଠାରୁ ଅଗଷ୍ଟ ୩୦, ୨୦୨୪ ପର୍ଯ୍ୟନ୍ତ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମ ଏବଂ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳ ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରଥମ ସଂସ୍କରଣରେ ମନ୍ତ୍ରଣାଳୟ ପକ୍ଷରୁ ଚାରୋଟି କ୍ରୀଡ଼ା ବର୍ଗ ଯଥା- କ୍ରିକେଟ, ହକି, ବ୍ୟାଡମିଣ୍ଟନ ଏବଂ ଟେବୁଲ ଟେନିସ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏଥିରେ ମନ୍ତ୍ରଣାଳୟର ୨୦୦ରୁ ଅଧିକ ଅଧିକାରୀ ଓ କର୍ମଚାରୀ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଅଂଶଗ୍ରହଣ କରିବା ସମେତ ଏହାକୁ ସଫଳ କରାଇବାରେ ସହଯୋଗ କରିଥିଲେ। ଖେଳ ଉତ୍ସବର ଆଗାମୀ ସଂସ୍କରଣରେ ଏଥିରେ ଅଧିକ ବର୍ଗର କ୍ରୀଡ଼ାକୁ ସାମିଲ କରାଯିବା ପାଇଁ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ କରାଯାଉଛି।

ସେପ୍ଟେମ୍ବର ୪, ୨୦୨୪ ତାରିଖ ଦିନ ମେଜର ଧ୍ୟାନଚାନ୍ଦ ଟ୍ରଫି ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶାସ୍ତ୍ରୀ ଭବନର ପିଆଇବି ସମ୍ମିଳନୀ କକ୍ଷଠାରେ ଏହାର ଆୟୋଜନ କରାଯାଇଥିଲା। ଏହି ଟ୍ରଫି ବିତରଣ ସମାରୋହରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଶ୍ରୀ ସଞ୍ଜୟ ଜାଜୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜନ୍ମ ଶତବାର୍ଷିକୀ ମେଜର ଧ୍ୟାନଚାନ୍ଦ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.