Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଚେତନତା ପାଇଁ ଆଜିଠାରୁ ଗଡିଲା ସୁଭଦ୍ରା ରଥ, ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ଓ ମେୟର କଥା କଟାକଟି
ଆଜିର ଖବର

ସଚେତନତା ପାଇଁ ଆଜିଠାରୁ ଗଡିଲା ସୁଭଦ୍ରା ରଥ, ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ଓ ମେୟର କଥା କଟାକଟି

September 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଚେତନତା ପାଇଁ ଆଜିଠାରୁ ଗଡିଲା ସୁଭଦ୍ରା ରଥ, ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ଓ ମେୟର କଥା କଟାକଟି

ଭୁବନେଶ୍ବର: ଆଜିଠାରୁ ଗଡିବା ଆରମ୍ଭ ହୋଇଛି ସୁଭଦ୍ରା ରଥ। ଅର୍ଥାତ ରାଜ୍ୟ ସରକାର ଲାଗୁ କରିଥିବା ସୁଭଦ୍ରା ଯୋଜନା ସଂପର୍କରେ ସଚେତନତା କରିବା ପାଇଁ ଏହି ରଥ ବୁଲିବ। ଆଜି ଭୁବନେଶ୍ବରର ଗାନ୍ଧୀମାର୍ଗରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସଚେତନତା ରଥକୁ ଶୁଭାରମ୍ଭ କରିଛନ୍ତି।

ଏହି ରଥ ଲୋକମାନଙ୍କୁ ସୁଭଦ୍ରା ଯୋଜନା ସଂପର୍କରେ ସମସ୍ତ ତଥ୍ୟ ଯୋଗାଇଦେବ। ଏହି ରଥ ଓଡିଆ ଅସ୍ମିତାର ଏକ ପ୍ରତୀକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନା ରାଜ୍ୟର ମହିଳାମାନଙ୍କୁ ସ୍ବାବଲମ୍ବି କରିବ।

ହେଲେ ଏହି ଉତ୍ସବରେ ଯୋଗଦେଇଥିବା ଭୁବନେଶ୍ବର ମେୟର ସୁଲୋଚନା ଦାସ ସୁଭଦ୍ରା ଯୋଜନା ବିଫଳତା ସଂପର୍କରେ କହିଥିଲେ। ସେ କହିଥିଲେ ଯେ, ବିଜେପି ନିର୍ବାଚନ ପ୍ରଚାରରେ ଯେତିକି ଦେବ ବୋଲି କହିଥିଲା ତାହା ହେଲା ନାହିଁ। ଏତିକି ଟଙ୍କାରେ ଜଣେ ମହିଳ କଣ କରିପାରିବ ବୋଲି ମେୟର କହିଥିଲେ।

ଏହି ରଥ ପ୍ରଥମେ ଭୁବନେଶ୍ବରରେ ବୁଲିବ। ଏହାପରେ ବିଭିନ୍ନ ଜିଲ୍ଲା ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା 17 ତାରିଖ ପର୍ଯ୍ୟନ୍ତ ଏହି ରଥ ପରିକ୍ରମା କରିବ।

ପ୍ରଭାତୀ ପରିଡା ମେୟର ସୁଲୋଚନା ଦାସ ସୁଭଦ୍ରା ଯୋଜନା ସୁଭଦ୍ରା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Latest News

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.