Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ପ୍ରବେଶ କଲା କି ମଙ୍କିପକ୍ସ! ବିଦେଶରୁ ଆସିଥିବା ଯୁବକଙ୍କୁ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭର୍ତ୍ତି
ଆଜିର ଖବର

ଭାରତରେ ପ୍ରବେଶ କଲା କି ମଙ୍କିପକ୍ସ! ବିଦେଶରୁ ଆସିଥିବା ଯୁବକଙ୍କୁ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭର୍ତ୍ତି

September 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସମ୍ପ୍ରତି ଏକ ଦେଶରୁ ଆସିଥିବା ଜଣେ ଯୁବକଙ୍କୁ ମଙ୍କି ଫକ୍ସ ହୋଇଥିବାର ସନ୍ଦେହ କରାଯାଇଛି। ଫଳରେ ତାଙ୍କୁ ଆସୋଲେସନରେ ରଖାଯାଇଛି।ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି। ତେବେ ସୂଚନା ଅନୁସାରେ ତାଙ୍କର ଦେହ ସ୍ଥିର ରହିଛି। ତେବେ ମଙ୍କି ଫକ୍ସ ହୋଇଛି କି ନାହିଁ ନିଶ୍ଚିତ କରିବା ପାଇଁ ତାଙ୍କର ନମୂନା ପରୀକ୍ଷା ପାଇଁ ପଠାଯାଇଛି ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି।

ସେହି ବିଦେଶରୁ ଆସିବା ପରେ ତାଙ୍କ ଦେହରେ କିଛି ଲକ୍ଷଣ ପ୍ରକାଶ ପାଇଥିଲା। ଏପରିକ ସେ ଯାହା ଅନୁଭବ କରିଥିଲେ ତାହା ମଙ୍କି ଫକ୍ସ ହୋଇଥିବାର ସନ୍ଦେହ କରାଯାଇଥିଲା। ଫଳରେ ଅଧିକ ପରୀକ୍ଷା ପାଇଁ ତାଙ୍କୁ ଏକ ହସପିଟାଲର ଆସୋଲେସନ ୱାର୍ଡରେ ଭର୍ତ୍ତି କରାଯାଇଛି।

ତାଙ୍କ ଉପରେ ଏକ ଟିମ ପୁରା ନଜର ରଖିଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି। ମୁଖ୍ୟତଃ ଆଫ୍ରିକାନ ଦେଶରେ ଏହି ରୋଗ ବ୍ୟାପକଭାବେ ଦେଖାଯାଇଛି। ସେଥିପାଇଁ ସେଠାରୁ ଯେଉଁମାନେ ଆସୁଛନ୍ତି ତାଙ୍କ ଉପରେ ନଜର ରଖାଯାଇଛି। ତେବେ ସଂପୃକ୍ତ ବ୍ୟକ୍ତିଙ୍କୁ ସରକାରୀ ନିୟମ ଅନୁସାରେ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ଜଣାପଡିଛି।

BJP Ads
health ministry india Modi Government Monkeypox
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
BJP Ads
Latest News

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.