Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ପ୍ରଥମ ମାନସିକ ୱେଲନେସ କେନ୍ଦ୍ର ଉଦଘାଟନ, ଆର୍ଥିକ ଅନଗ୍ରସରଙ୍କୁ ମିଳିବ ମାଗଣା ଚିକିତ୍ସା
ଆଜିର ଖବର

ଓଡ଼ିଶାର ପ୍ରଥମ ମାନସିକ ୱେଲନେସ କେନ୍ଦ୍ର ଉଦଘାଟନ, ଆର୍ଥିକ ଅନଗ୍ରସରଙ୍କୁ ମିଳିବ ମାଗଣା ଚିକିତ୍ସା

September 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ପାତ୍ରପଡା ଆଦର୍ଶ ହୋମ ଠାରେ ଓଡିଶାର ପ୍ରଥମ ମାନସିକ ୱେଲନେସ କେନ୍ଦ୍ର ଉଦଘାଟନ ହୋଇଯାଇଛି। ଏହି ଆଦର୍ଶ ହୋମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମାନସିକ ରୋଗୀଙ୍କୁ କିଭଳି ଚିକିତ୍ସିତ କରାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଆଗାମୀ ଦିନରେ କିଭଳି ଭାବେ ଏହି ଆଦର୍ଶ ହୋମକୁ ସାରା ଭାରତ ବର୍ଷରେ ଲୋକା ଦୃତ କରାଯାଇପାରିବ ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି।

ଏଠାରେ ମାନସିକ ରୋଗୀଙ୍କୁ ମେଡ଼ିସିନ ପ୍ରଦାନ ସହ ଥେରା ପ୍ରେଟିକ ଟ୍ରିଟମେଣ୍ଟ ଏବଂ କାଉନସେଲିଂ ଦିଆଯାଇଥାଏ। ଆର୍ଥିକ ଅନଗ୍ରସରଙ୍କୁ ମାଗଣା ଚିକିତ୍ସା ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି। ଏହାସହ ଏଠାରେ ସୁଲଭ ମୂଲ୍ୟରେ ଚିକିତ୍ସା ସୁବିଧା ଯୋଗାଇଦେବାର ବ୍ୟବସ୍ଥା ରହିଛି। ସେହିଭଳି ଭାରତ ବର୍ଷର ସର୍ବ ପୁରାତନ ଆୟୁର୍ବେଦର ଶୈଳୀ ମାଧ୍ୟମରେ ଚିକିତ୍ସିତ କରାଯାଇଥାଏ।

ଏଥିରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଅମ୍ରିତ ପଟ୍ଟଯୋଶୀ, ନ୍ୟୁରୋ ସାଇକ ଆର୍ଟିଷ୍ଟ, ସମ୍ମାନିତ ଅତିଥି ଅଭିନେତା ବାବୁ ସାନ, ନ୍ୟୁରୋ ସାଇକ ଆର୍ଟିଷ୍ଟ ଡ. ଶୁଭେନ୍ଦୁ ନାରାୟଣ ମିଶ୍ର, ପ୍ରତିଷ୍ଠାତା ଗୁରୁ ପ୍ରସାଦ ଦାସ ପ୍ରମୁଖ ଯୋଗଦେଇଥିଲେ। ପ୍ରଥମେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ ହୋଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ପ୍ରଫେସର ଶ୍ରୀ ପଟ୍ଟଯୋଶୀ କହିଥିଲେ, ମଣିଷ ଜୀବନରେ ସୁରକ୍ଷା ପ୍ରଥମ। ବିଶେଷ କରି ମାନସିକ ରୋଗୀଙ୍କୁ ଏହା ଏକ ସୁରକ୍ଷା ଜୋନ ଭାବେ କାମ କରିବ। ଆମେ ଜାଣିଛୁ ମାନସିକ ରୋଗୀଙ୍କୁ ଚିକିତ୍ସା କରିବା କେତେ କଷ୍ଟ। ପରିବାରରେ ବିଶେଷ କରି ଏ ସବୁ ଘଟଣା ଦେଖିବାକୁ ମିଳେ। ଏଣୁ ଆମକୁ ତାଙ୍କୁ ବୁଝାଇ ଆଣିବା କଷ୍ଟ। ମାନସିକ ରୋଗୀଙ୍କ ସହ ଉତ୍ତମ ଚିକିତ୍ସା ହେବା ଆବଶ୍ୟକ। ଆମେ ଜୀବନରେ ବଡ଼ ସ୍ବପ୍ନ ଦେଖିବା ଆବଶ୍ୟକ।

ସେହିଭଳି ସମ୍ମାନିତ ଏଥିଭାବେ ଯୋଗଦେଇଥିବା ଶ୍ରୀ ମହାନ୍ତି କହିଥିଲେ, ଜୟ ଜଗନ୍ନାଥ l ବହୁତ ଖୁସି ଏଠି ଯୋଗଦେଇ। ଏହା ଏଭଳି ଏକ ଅସୁବିଧା ଏହା ସମାଜର କୌଣସି ଗୋଷ୍ଠୀ ଦେଖେନି। ସମାଜର ପ୍ରତିଟି ବର୍ଗର ଲୋକଙ୍କୁ ଏଭଳି ଏକ ଜାଗା ନିହାତି ଆବଶ୍ୟକ। ମୁଁ ବହୁତ ଖୁସି ଏଭଳି ଏକ ସେଣ୍ଟର ସହ ମୁଁ ଯୋଡି ହୋଇଥିବାରୁ। ଏହା ବିଶେଷ କରି ଯୁବପୀଢ଼ିଙ୍କୁ ସାହାଯ୍ୟ ହେବ।

ଅନ୍ୟପଟେ ଡ.ଶ୍ରୀ ମିଶ୍ର କହିଥିଲେ ଯେ, ଆମର ଏଥିରେ ମୁଖ୍ୟ ଉଦ୍ଦେଶ୍ୟ ରହିବ କିଭଳି ଉତ୍ତମ ଚିକିତ୍ସା ଦେଇପାରିବା। ଆପଣମାନଙ୍କ ପାଖରେ କେହି ନଥିଲେ ଏହି ଆଦର୍ଶ ହୋମ ଆପଣଙ୍କ ସାହାଯ୍ୟ ହେବ।

ଏହାର ପ୍ରଚାର ପ୍ରସାର ଦାୟିତ୍ୱରେ ରହିଛନ୍ତି ମିଡ଼ିଆ ପ୍ଲାନର ମାର୍କେଟିଂ ହେଡ଼ ପ୍ରଣୟ ଜେଠୀ।

ପାତ୍ରପଡା ମାଗଣା ଚିକିତ୍ସା
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.