Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ସୁଭଦ୍ରା ଯୋଜନା ପଞ୍ଜିକରଣ ବ୍ୟବସ୍ଥା ତଦାରଖ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଜିର ଖବର

ଚିଲିକାରେ ସୁଭଦ୍ରା ଯୋଜନା ପଞ୍ଜିକରଣ ବ୍ୟବସ୍ଥା ତଦାରଖ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

September 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ସୁଭଦ୍ରା ଯୋଜନା ପଞ୍ଜିକରଣ ବ୍ୟବସ୍ଥା ତଦାରଖ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

ବାଲୁଗାଁ( ସୀତାରାମ ଅଗ୍ରୱାଲ): ଆଜି ବାଣପୁର ଓ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଏବଂ ଜନସେବା କେନ୍ଦ୍ର ତଦାରଖ କରିଥିଲେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ  “ସୁଭଦ୍ରା ଯୋଜନା” ର ଅନଲାଇନ୍ ପଞ୍ଜୀକରଣ ଆବେଦନ କିପରି ଚ଼ାଲିଛି ବୁଝିବା ସହ ଆବେଦନକାରୀଙ୍କ ସହ ଆଲୋଚନା କରିଥିଲେ।

ଉକ୍ତ କେନ୍ଦ୍ର ଗୁଡିକରେ ସେ ମହିଳାମାନଙ୍କର ଆବେଦନ ସମୟରେ ଉପୁଜୁଥିବା ବିଭିନ୍ନ ସମସ୍ୟା ପରଖିଥିଲେ। ତତସହିତ ସରକାରଙ୍କ ନିୟମ ମୁତାବକ ନିଃଶୁଳ୍କ ଆବେଦନ ପ୍ରକ୍ରିୟାକୁ ଗୁରୁତ୍ୱ ଦେଇ କୌଣସି ହିତାଧିକାରୀଙ୍କଠାରୁ ଆବେଦନ ପାଇଁ ଯେପରି କେହିବି ଅର୍ଥ ଆଦାୟ ନ କରନ୍ତି ସେଥିପ୍ରତି କଡ଼ା ନଜର ରଖିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦେଶ ଦେଇଥିଲେ।

ତେବେ ବିଭିନ୍ନ କେନ୍ଦ୍ରରେ ସର୍ଭର ସ୍ଲୋ ଥିବା ଅଭିଯୋଗ ପାଇ ସଙ୍ଗେସଙ୍ଗେ ଏହାର ନିରାକରଣ ଦିଗରେ ପଦକ୍ଷେପ ନେଇଥିଲେ। ଯଦି କୌଣସି ଜନ ସେବା କେନ୍ଦ୍ର ମହିଳାମାନଙ୍କ ଠାରୁ ଆବେଦନ ନିମିତ୍ତ ଅର୍ଥ ଆଦାୟ କରିବାର ନଜର ଆସେ ତେବେ ସଙ୍ଗେସଙ୍ଗେ ଉକ୍ତ ସେଣ୍ଟରର ଲାଇସେନ୍ସ ରଦ୍ଦ ହେବ ବୋଲି ମନ୍ତ୍ରୀ କଡ଼ା ଚେତାବନୀ ଦେଇଛନ୍ତି।

ଏହି ଗସ୍ତ କାର୍ଯ୍ୟକ୍ରମ ଅବସରରେ ବାଣପୁର ବ୍ଲକ ବିଡିଓ ଶୀତଲ ଅଗ୍ରୱାଲ, ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ବିଡ଼ିଓ, ଚ଼ଣ୍ଡେଶ୍ବର ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ପୂର୍ବତନ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ସମେତ ପଞ୍ଚାୟତର ଅଧିକାରୀ ଗଣ ଉପସ୍ଥିତ ଥିଲେ।

ପୃଥୀରାଜ ହରିଚନ୍ଦନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ସୁଭଦ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.