Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭାରେ ଘରୋଇ ହସ୍ପିଟାଲ୍‌ ପ୍ରସଙ୍ଗ : ସମସ୍ୟାର ସମାଧାନ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି
ଆଜିର ଖବର

ବିଧାନସଭାରେ ଘରୋଇ ହସ୍ପିଟାଲ୍‌ ପ୍ରସଙ୍ଗ : ସମସ୍ୟାର ସମାଧାନ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ବାଚସ୍ପତି

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଣି ଗୃହରେ ଉଠିଲା ଘରୋଇ ହସ୍ପିଟାଲର ମନମୁଖୀ ପ୍ରସଙ୍ଗ । ଶୂନ୍ୟକାଳରେ ଘରୋଇ ହସ୍ପିଟାଲର ମନମୁଖୀ ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । ତେବେ କେବଳ ବିରୋଧୀ ନୁହନ୍ତି ଶାସକ ଦଳରବିଧାୟକ ମାନେ ମଧ୍ୟ ଏନେଇ ଉଦବେଗ ପ୍ରକାଶ କରିଛନ୍ତି । ଘରୋଇ ହସ୍ପିଟାଲର ମନମାନି ଯୋଗୁଁ ସାଧରଣ ଲୋକ ନାହିଁ ନଥିବା ଅସୁବିଧାରେ ପଡ଼ୁଛନ୍ତି । ଏନେଇ କଠୋର ଆଇନ ପ୍ରଣୟନ କରାଯାଉ ବୋଲି ଦାବି ମଧ୍ୟ ହୋଇଥିଲା । ଏହି ଘଟଣାରେ ଅଫିସରସ୍ତରୀୟ କମିଟି ଗଠନ କରି ସମସ୍ୟାର ସମାଧାନ କରିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Latest News

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.