Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ବିଶ୍ବକପ୍‌ ଅଭିଯାନକୁ ଝଟ୍‌କା : ଆହତ ହୋଇ ବିଜୟ ଶଙ୍କର ବାଦ୍‌
ଆଜିର ଖବର

ଭାରତର ବିଶ୍ବକପ୍‌ ଅଭିଯାନକୁ ଝଟ୍‌କା : ଆହତ ହୋଇ ବିଜୟ ଶଙ୍କର ବାଦ୍‌

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ବିଶ୍ବକପ୍‌ ଅଭିଯାନକୁ ଏକ ବଡ ଝଟ୍‌କା ଲାଗିଛି । ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ଟୁର୍ଣ୍ଣାମେଣ୍ଟରୁ ବାଦ ପଡିଛନ୍ତି । ଶିଖର ଧଓ୍ବନ୍‌ଙ୍କ ପରେ ଦ୍ବିତୀୟ ଖେଳାଳି ଭାବରେ ଆହତ ହୋଇ ବାଦ ପଡିଛନ୍ତି ଶଙ୍କର । ଶଙ୍କରଙ୍କ ବଦଳ ଖେଳାଳି ଭାବରେ ତୁରନ୍ତ ବିସିସିଆଇ ମୟଙ୍କ ଅଗ୍ରଓ୍ବାଲଙ୍କ ନାମ ଘୋଷଣା କରିଛି । ମୟଙ୍କ ଟିମ୍‌ରେ ଜଣେ ଓପ୍‌ନର ଭାବରେ ଯୋଗ ଦେବେ । ଯାହା ଫଳରେ ଅନ୍ୟତମ ଓପ୍‌ନର କେ ଏଲ୍‌ ରାହୁଲ ନିଜର ଚିରାଚରିତ ଚାରି ନମ୍ବର ସ୍ଥାନରେ ବ୍ୟାଟିଂ କରିପାରିବେ । ପାଦ ଆଙ୍ଗୁଠି ଭାଙ୍ଗିଯିବା ଫଳରେ ବିଜୟ ଶଙ୍କର ବିଶ୍ବକପ୍‌ର ଅବଶିଷ୍ଟ ମ୍ୟାଚ୍‌ରୁ ବାଦ ପଡିଛନ୍ତି । ସେହିପରି ମୟଙ୍କ ଅଗ୍ରଓ୍ବାଲଙ୍କ ଚୟନ ମଧ୍ୟ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଦିନିକିଆରେ ପଦାର୍ପଣ କରିନଥିବା ଏହି ଖେଳାଳିଙ୍କୁ ବିଶ୍ବକପ୍‌ ଦଳରେ ସାମିଲ କରାଯିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Latest News

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.