Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଦୁଇ ସାଂସଦଙ୍କୁ ନେଇ ନବୀନ କହିଲେ ଏପରି କଥା
ଆଜିର ଖବର

ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଦୁଇ ସାଂସଦଙ୍କୁ ନେଇ ନବୀନ କହିଲେ ଏପରି କଥା

September 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଦୁଇ ସାଂସଦଙ୍କୁ ନେଇ ନବୀନ କହିଲେ ଏପରି କଥା

ଭୁବନେଶ୍ବର: ବିଜେଡି ଛାଡି ବିଜେପି କ୍ୟାମ୍ପରେ ଯୋଗଦେଇଥିବା ଦୁଇ ରାଜ୍ୟସଭା ସାଂସଦଙ୍କୁ ନେଇ ନବୀନ ପଟ୍ଟନାୟକ ସମାଲୋଚନା କରିଛନ୍ତି। ଗତକାଲି ଶଙ୍ଖ ଭବନରେ ଆୟୋଜିତ ବିଜୁ ଯୁବ ସମାବେଶରେ ଯୋଗ ଦେଇ ନବୀନ ଏହି ଦଳ ଛାଡୁଥିବା ନେତାଙ୍କୁ ଚରମ ବାଣୀ ଶୁଣାଇଛନ୍ତି। ସେ କହିଛନ୍ତି ଯେ ସୁବିଧାବାଦୀ ନେତାମାନେ ଏମିତି ଦଳ ଛାଡିବେ। ହେଲେ ତାହା ଆମକୁ ଆହୁରି ସଶକ୍ତ କରିବାକୁ ବଳ ଦେଇଛି।

ସେ ଆହୁରି କହିଥିଲେ ଯେ, ଏକ ବିକଶିତ ଓ ସଶକ୍ତ ଓଡିଶା ର ସ୍ବପ୍ନ ଦେଖିଥିବା ବିଜୁ ବାବୁଙ୍କ ଆଦର୍ଶରେ ବିଜୁ ଜନତା ଦଳ କାମ କରୁଛି। ଯେ ପର୍ଯ୍ୟନ୍ତ ଆମେ ଏହି ଆଦର୍ଶ ରେ କାମ କରୁଥିବା ସେ ପର୍ଯ୍ୟନ୍ତ ଲୋକଙ୍କ ହୃଦୟ ରେ ବିଜେଡି ରହିଥିବ। ବିଜେଡି କିଛି ବ୍ୟକ୍ତିଙ୍କ ଉପରେ ନିର୍ଭରଶୀଳ ନୁହେଁ। ଏକ ଆଦର୍ଶ ଉପରେ ପ୍ରତିଷ୍ଠିତ। ସୁବିଧାବାଦୀଙ୍କ ଦଳ ତ୍ୟାଗ ଆମ ଆଦର୍ଶ ପାଇଁ ସଂଗ୍ରାମକୁ ଲହୁ ଲୁହ ଦେଇ ଆହୁରି ଶକ୍ତିଶାଳୀ କରିବ। ବିଜୁ ବାବୁଙ୍କ ଆଦର୍ଶରେ ଅଟଳ ରହି ସମୃଦ୍ଧ ଓଡିଶା ପାଇଁ କାମ କରିବାକୁ ଶ୍ରୀ ପଟ୍ଟନାୟକ ଯୁବସମାଜକୁ ଆହ୍ୱାନ ଜଣାଇଥିଲେ।

Naveen Patnaik ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026

ICC ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଆଧିପତ୍ୟ: ନମ୍ବର-୧ ରେ ବରୁଣ ଚକ୍ରବର୍ତ୍ତୀ ଓ ଅଭିଶେକ ଶର୍ମା

February 26, 2026
Latest News

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026

ICC ରାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ଆଧିପତ୍ୟ: ନମ୍ବର-୧ ରେ ବରୁଣ ଚକ୍ରବର୍ତ୍ତୀ ଓ ଅଭିଶେକ ଶର୍ମା

February 26, 2026

“ଉଭୟଙ୍କ ପାଇଁ ନିରାଶାଜନକ”: କେନ୍ଦ୍ର ବଜେଟ ପରେ କାହିଁକି ଏଭଳି କହିଲେ ଇରାନର ବୈଦେଶିକ ମନ୍ତ୍ରୀ?

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.