Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ଛାଡିଲେ ବିଧାୟକ ଆନନ୍ଦ ସିଂ
ଆଜିର ଖବର

କଂଗ୍ରେସ ଛାଡିଲେ ବିଧାୟକ ଆନନ୍ଦ ସିଂ

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ଆନନ୍ଦ ସିଂ କଂଗ୍ରେସ ଦଳରୁ ଇସ୍ତଫା ପ୍ରଦାନ କରିଛନ୍ତି । ବିଜୟନଗର ଆସନରୁ ବିଧାୟକ ରହିଥିବା ଆନନ୍ଦ ସିଂ ସୋମବାର ନିଜର ଇସ୍ତଫା ପ୍ରଦାନ କରିଛନ୍ତି । ବିଜୟନଗର ଆସନରୁ ତିନିଥର ବିଧାୟକ ରହିଥିବା ଆନନ୍ଦ ରାଜ୍ୟପାଳ ବାଜୁଭାଇ ଭଲ୍ଲାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ବିଧାୟକ ଆନନ୍ଦ ସିଂଙ୍କ ଇସ୍ତଫା ପରେ କଂଗ୍ରେସ ଜେଡିଏସ୍‌ ମେଣ୍ଟ ସଂଖ୍ୟାଲଘୁ ହୋଇପଡିଛି ବୋଲି ବିଜେପି ନେତା ଆର. ଅଶୋକ କହିଛନ୍ତି । ବିଧାୟକଙ୍କ ଇସ୍ତଫା ପରେ କଂଗ୍ରେସର ସଦସ୍ୟ ସଂଖ୍ୟା 78କୁ ହ୍ରାସ ପାଇଛି । 224 ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭାରେ ବିଜେପିର 105 ବିଧାୟକ ରହିଥିବା ବେଳେ କଂଗ୍ରେସର 78 ବିଧାୟକ ରହିଛନ୍ତି । କଂଗ୍ରେସ ବିଧାୟକଙ୍କୁ ନିଜ ସପକ୍ଷକୁ ଆଣି ସରକାର ଗଠନ କରିବାର ପ୍ରୟାସ କରୁଛି ବିଜେପି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.