Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ରାଜ୍ୟ ସରକାରଙ୍କ ବିକାଶ ‌‌ଯାତ୍ରା କାର୍ଯ୍ୟକ୍ରମ
ଆଜିର ଖବର

ଖୋର୍ଦ୍ଧାରେ ରାଜ୍ୟ ସରକାରଙ୍କ ବିକାଶ ‌‌ଯାତ୍ରା କାର୍ଯ୍ୟକ୍ରମ

September 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଅପରାହ୍ନ ୪.୩୦ ମିନିଟ ସମୟରେ ଖୋର୍ଦ୍ଧା ଓସ୍ବାନ କକ୍ଷରେ ରାଜ୍ୟ ସରକାରଙ୍କ ଫଳପ୍ରସୂ ଯୋଜନା ସମ୍ପର୍କରେ ଜନସଚେତନତା ସୃଷ୍ଟି ସମାବେଶ ଆୟୋଜନ ସମ୍ପର୍କରେ ଆଭାସି ଯୋଗେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ସରକାରଙ୍କୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ ସୂଚନା -ଶିକ୍ଷା–ସଚାର କାର୍ଯ୍ୟକ୍ରମ ମାଧ୍ୟମରେ ତା୨୦.୦୯.୨୦୨୪ ରୁ୨୨.୦୯.୨୦୨୪ ପର୍ଯ୍ୟନ୍ତ ସମାବେଶ, ପ୍ରଦର୍ଶନୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ। ଅନୁସୁଚିତ ଜନଜାତିଓ ଜାତି ଉନ୍ନୟନ ବିଭାଗ/ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ /ମିଶନ ଶକ୍ତି/ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ/ ପୂର୍ତ୍ତ ବିଭାଗ /ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ସମନ୍ଵିତ ସହଯୋଗ ରେ ଏହି କାର୍ଯ୍ୟଗୁଡ଼ିକ ସମାହିତ ହେଵ। ଏହି କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳମାନେ ଯୋଡି ହୋଇଥିଲେ।

ଏହି ବୈଠକରେ ଖୋର୍ଦ୍ଧା ଜିଲ୍ଲା ଓସ୍ବାନ କକ୍ଷରେ ଜିଲ୍ଲାପାଳ ଚଞ୍ଚଳ ରାଣା, ରାଜସ୍ଵ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ କସ୍ତୁରୀବାଳା ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ବନାଥ ତରାଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ଥିଲେ।

ଖୋର୍ଦ୍ଧା ଜନସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026
Latest News

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.