Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆଉ ୪୫ଟି ଜିଲ୍ଲାରେ ଜବାହର ନବୋଦୟ ବିଦ୍ୟାଳୟ ଖୋଲାଯିବ – ରମେଶ ପୋଖରିୟାଲ୍‌ ନିଶଙ୍କ
ଆଜିର ଖବର

ଦେଶରେ ଆଉ ୪୫ଟି ଜିଲ୍ଲାରେ ଜବାହର ନବୋଦୟ ବିଦ୍ୟାଳୟ ଖୋଲାଯିବ – ରମେଶ ପୋଖରିୟାଲ୍‌ ନିଶଙ୍କ

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶର ବିଭିନ୍ନ ରାଜ୍ୟରେ ଆଉ ୪୫ଟି ଜିଲ୍ଲାରେ ଜବାହର ନବୋଦୟ ବିଦ୍ୟାଳୟ ଖୋଲାଯିବ । ମାନବ ସଂଶାଧନ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ୍‌ ନିଶଙ୍କ ଲୋକସଭାରେ ଏକ ପ୍ରଶ୍ନର ଉତ୍ତରେ ଏହି ସମ୍ବନ୍ଧୀୟ ସୂଚନା ଦେଇଛନ୍ତି । ନିଶଙ୍କଙ୍କ କହିବା ମତରେ – ଗ୍ରାମାଞ୍ଚଳରେ ରହୁଥିବା ପ୍ରତିଭାସମ୍ପନ୍ନ ବିଦ୍ୟାର୍ଥୀଙ୍କୁ ଉତ୍ତମ  ଶିକ୍ଷା ତଥା ଭବିଷ୍ୟତ ପାଇଁ ୪୫ଟି ଜିଲ୍ଲାରେ ନବୋଦୟ ବିଦ୍ୟାଳୟ ଖୋଲାଯିବ । ଏବଂ ଏହି ବିଦ୍ୟାଳୟଗୁଡ଼ିକରେ ୭୫ ପ୍ରତିଶତ ଆସନ ଗ୍ରାମାଞ୍ଚଳର ପ୍ରତିଭା ସମ୍ପନ୍ନ ବିଦ୍ୟାର୍ଥୀଙ୍କ ପାଇଁ ସଂରକ୍ଷିତ ରହିବ । ଏହି ବିଦ୍ୟାଳୟଗୁଡ଼ିକ ଖୋଲିବା ଏକ ସତତ ପ୍ରକ୍ରିୟା । ଏହି ବିଦ୍ୟାଳୟକୁ ଖୋଲିବାର ଦାୟିତ୍ବ ରାଜ୍ୟସରକାରଙ୍କ ଉପରେ ନ୍ୟସ୍ତ ରହିଛି । ତେବେ ଏହି ବିଦ୍ୟାଳୟଗୁଡ଼ିକ କେବେ ଖୋଲିବ ସେନେଇ କୌଣସି ତାରିଖ ଠିକ୍‌ ହୋଇନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Latest News

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.