Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କ ଉପରେ ଚଢିଗଲା ବସ୍, ଘଟଣାସ୍ଥଳରେ ମୃତ, ଉତ୍ୟେକ୍ତ ଲୋକଙ୍କର ରାସ୍ତା ଅବରୋଧ
ଆଜିର ଖବର

ମହିଳାଙ୍କ ଉପରେ ଚଢିଗଲା ବସ୍, ଘଟଣାସ୍ଥଳରେ ମୃତ, ଉତ୍ୟେକ୍ତ ଲୋକଙ୍କର ରାସ୍ତା ଅବରୋଧ

September 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ: ଆଜି ସକାଳେ ଏକ ଦୁଃଖଦାୟକ ଦୁର୍ଘଟଣା ଘଟିଯାଇଛି। ଏକ ବସ ଜଣେ ମହିଳାଙ୍କ ଉପରେ ଚଢିଯିବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଫଳରେ ଉତ୍ୟେକ୍ତ ଲୋକେ ଦୀର୍ଘ ସମୟ ଧରି ନୟାଗଡ ରାସ୍ତା ଅବରୋଧ କରିଛନ୍ତି। ତୁରନ୍ତ କ୍ଷତି ପୂରଣ ଦେବାକୁ ସେମାନେ ଦାବୀ କରିଛନ୍ତି। ଏ ପର୍ଯ୍ୟନ୍ତ ରାସ୍ତା ଅବରୋଧ ହଟି ନ ଥିବାର ଜଣାପଡିଛି।

ଘଟଣାରୁ ପ୍ରକାଶ ଯେ, ନୟଗାଡ କରଡାପଲ୍ଲୀ ଛକରେ ଜଣେ ମହିଳା ବସକୁ ଅପେକ୍ଷା କରି ଛିଡା ହୋଇଥିଲେ। ଏହି ସମୟରେ ବାଘମାରିରୁ ଖଣ୍ଡପଡା ଯାଉଥିବା କୁମାର ନାମକ ଏକ ବସ ତାଙ୍କ ଉପରେ ମାଡିଯାଇଥିଲା। ଫଳରେ ତାଙ୍କର ସେହିଠାରେ ମୃତ୍ୟୁ ହୋଇଯାଇଥିଲା। ମହିଳା ଜଣଙ୍କ ହେଉଛନ୍ତି କରଡାପଲ୍ଲୀ ଗ୍ରାମର ହୁଲ୍ଲାସ ବେହେରା। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରୁଥିବାର ଜଣାପଡିଛି।

ଦୁର୍ଘଟଣା ନୟାଗଡ ବସ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026
Latest News

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.