Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଖରୀରେ ବୁଡି ବାଳକର ମୃତ୍ୟୁ
ଆଜିର ଖବର

ପୋଖରୀରେ ବୁଡି ବାଳକର ମୃତ୍ୟୁ

September 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଗୁନିଆପଡ଼ା ଥାନା ଅନ୍ତର୍ଗତ କେ ରାଣିପଡା ଗ୍ରାମର ଓମ୍ ବେହେରା ନାମକ ଜଣେ ବାଳକର ମୃତ ଦେହ ଗାଁ ପୋଖରୀରୁ ଉଦ୍ଧାର ହୋଇଛି। ସୁଚନା ଅନୁଯାୟୀ ଏହି ଗ୍ରାମର ବସନ୍ତ ବେହେରାଙ୍କ ପୁଅ ଓମ୍ କୋୖଣସି କାରଣରୁ ଗାଁ ପୋଖରୀରେ ବୁଡି ଭାସୁଥିବା ଦେଖି ଗାଁ ଲୋକେ ଓମ୍ ର ପରିବାର ଲୋକଙ୍କୁ ଜଣାଇଥିଲେ।

ଖବର ପାଇ ପରିବାର ଲୋକେ ଓ କିଛି ଗ୍ରାମବାସୀ ପୋଖରୀ ମଧ୍ୟରୁ ଓମ୍ କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡ଼ାକ୍ତର ଉକ୍ତ ବାଳକକୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ଏକ ଅପମୃତ୍ୟୁ ମାମଲା ନଂ ୭/୨୪ ରୁଜୁ କରି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ବାଳକର ମୃତ୍ୟୁ ବେଗୁନିଆପଡ଼ା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026
Latest News

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଆଜି ସେପ୍ଟେମ୍ବର ୨୫ ତାରିଖରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.