Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦାନୀଙ୍କ ବଡ ଘୋଷଣା: ଅକ୍ଷୟ ଶକ୍ତିରେ ୪ ଲକ୍ଷ କୋଟି ବିନିଯୋଗ, ୭୧ ହଜାର ନିଯୁକ୍ତି
ଆଜିର ଖବର

ଆଦାନୀଙ୍କ ବଡ ଘୋଷଣା: ଅକ୍ଷୟ ଶକ୍ତିରେ ୪ ଲକ୍ଷ କୋଟି ବିନିଯୋଗ, ୭୧ ହଜାର ନିଯୁକ୍ତି

September 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଦାନୀ ଗ୍ରୁପ
ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

ନୂଆଦିଲ୍ଲୀ: ଆଜି ଅଦାନୀ ଗ୍ରୁପ ଏକ ବଡ ଘୋଷଣା କରିଛି। ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀରେ ସୌର, ପବନ ଏବଂ ଗ୍ରୀନ୍ ହାଇଡ୍ରୋଜେନ୍ ପରି ଅକ୍ଷୟ ଶକ୍ତି ପ୍ରକଳ୍ପରେ ୪.୦୫ ଲକ୍ଷ କୋଟି ଟଙ୍କା ବିନିଯୋଗ କରିବାକୁ ଅଦାନୀ ଗ୍ରୁପର ଚେୟାରମ୍ୟାନ ଗୌତମ ଆଦାନି ଘୋଷଣା କରିଛନ୍ତି।

ଭାରତର ବୃହତ୍ତମ ଅକ୍ଷୟ ଶକ୍ତି କମ୍ପାନୀ ଆଦାନୀ ଗ୍ରୀନ୍ ଏନର୍ଜି ୨୦୩୦ ସୁଦ୍ଧା ୫୦ ଗିଗାୱାଟ (GW) RE କ୍ଷମତା ପ୍ରଦାନ କରିବାକୁ (ବର୍ତ୍ତମାନ ୧୧.୨ ଗିଗାୱାଟ କାର୍ଯ୍ୟକ୍ଷମ କ୍ଷମତା) ପ୍ରତିଶ୍ରୁତି ଦେଇଛି।

ଆଦାନୀ ନ୍ୟୁ ଇଣ୍ଡଷ୍ଟ୍ରିଜ୍ ୧୦ ଗିଗାୱାଟର ଏକ ସୌର ଉତ୍ପାଦନ କାରଖାନା, ୫ ଗିଗାୱାଟର ପବନ ଉତ୍ପାଦନ, ୧୦ ଗିଗାୱାଟର ଗ୍ରୀନ୍ ହାଇଡ୍ରୋଜେନ୍ ଉତ୍ପାଦନ ଏବଂ ୫ ଗିଗାୱାଟର ଇଲେକ୍ଟ୍ରୋଲାଇଜର ଉତ୍ପାଦନ ପ୍ରତିଷ୍ଠା କରିବ।

ଏହି ବିନିଯୋଗରେ ୭୧ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୃଷ୍ଟି ସମ୍ଭାବନା ରହିବ।

adani group green hydrogen
Share. Facebook Twitter LinkedIn Email WhatsApp Copy Link

Related Posts

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026
Latest News

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.