Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ!: ପ୍ରସ୍ତାବ ଦେଲେ ଅରବିନ୍ଦ କେଜ୍ରିୱାଲ
ଆଜିର ଖବର

ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ!: ପ୍ରସ୍ତାବ ଦେଲେ ଅରବିନ୍ଦ କେଜ୍ରିୱାଲ

September 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ପଦବୀରୁ ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ଘୋଷଣା ପରେ ରାଜ୍ୟରେ ରାଜନୈତିକି ସରଗରମ ବୃଦ୍ଧି ପାଇଥିଲା। ଅରବିନ୍ଦ କେଜ୍ରିୱାଲଙ୍କ ପରେ ତାଙ୍କ ଆସନରେ କିଏ ବସିବ, ତାହା ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଥିଲା। କିନ୍ତୁ ଏବେ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଉପରେ ସସପେନ୍ସ ଶେଷ ହୋଇଛି। ଆତିଶୀ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି। ସୂଚନା ମୁତାବକ ବିଧାୟକ ଦଳ ବୈଠକରେ ଅରବିନ୍ଦ କେଜ୍ରିୱାଲ ତାଙ୍କ ନାମ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଉପରେ ସମସ୍ତ ବିଧାୟକ ସହମତ ପ୍ରକାଶ କରିଥିବା ଜଣାପଡିଛି।

ଏହାପୂର୍ବରୁ ଆମ୍ ଆଦମୀ ପାର୍ଟି (ଏଏପି) ର ରାଜନୈତିକ ବ୍ୟାପାର କମିଟି (ପିଏସି) ର ନେତାମାନେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ ଆତିଶୀଙ୍କ ନାମ ଉପରେ ପରାମର୍ଶ ଦେଇଥିଲେ। ସୋମବାର ଦିନ PAC ବୈଠକ ଅନୁଷ୍ଠିତ ହୋଇଥିଲା।

ରବିବାର ଦିନ ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଥିଲେ। ଏହା ପରେ ସେ ଆଜି ସନ୍ଧ୍ୟାରେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ ସକ୍ସେନାଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ।

aap Arvind Kejriwal Atishi Breaking News Delhi News
Share. Facebook Twitter LinkedIn Email WhatsApp Copy Link

Related Posts

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Latest News

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.