Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଘଟଣାର ଶିକାର ହେଲେ ଇ-କେ୍ୱାସୀ ପାଇଁ ଯାଉଥିବା ଦମ୍ପତି: ସ୍ଵାମୀ ଆହତ, ସ୍ତ୍ରୀ ମୃତ
ଆଜିର ଖବର

ଦୁର୍ଘଟଣାର ଶିକାର ହେଲେ ଇ-କେ୍ୱାସୀ ପାଇଁ ଯାଉଥିବା ଦମ୍ପତି: ସ୍ଵାମୀ ଆହତ, ସ୍ତ୍ରୀ ମୃତ

September 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲଭ, ସେକ୍ସ ଓ ଧୋକ୍କା!: ଛାତ୍ରୀଙ୍କ ଆତ୍ମହତ୍ୟା ନା ହତ୍ୟା?, ପରିବାର ପକ୍ଷରୁ ଗୁରୁତର ଅଭିଯୋଗ
ଲଭ, ସେକ୍ସ ଓ ଧୋକ୍କା!: ଛାତ୍ରୀଙ୍କ ଆତ୍ମହତ୍ୟା ନା ହତ୍ୟା?, ପରିବାର ପକ୍ଷରୁ ଗୁରୁତର ଅଭିଯୋଗ

ରଣପୁର: ଖାଉଟି ସାମଗ୍ରୀରେ ସ୍ୱଚ୍ଛତା ଆଣିବା ପାଇଁ ସରକାର ଏବେ ସମସ୍ତ ଉପଭୋକ୍ତାଙ୍କୁ କଣ୍ଟ୍ରୋଲ ଦୋକାନ ଓ ପଞ୍ଚାୟତରେ ପରିବାରର ସମସ୍ତେ ଇ-କେ୍ୱାସୀ କରିବାକୁ ବାଧ୍ୟ କରାଯାଇଛି। ଏହି ଇ-କେ୍ୱାସୀ କରିବାକୁ ଯାଇ ଜଣେ ମହିଳାଙ୍କର ଆଜି ଜୀବନ ଚାଲି ଯାଇଥିବା ଜଣାଯାଇଛି।

ଖବର ସଂଗ୍ରହ କରିବାରେ ଜଣା ଯାଏ ଯେ, ରଣପୁର ବ୍ଲକ ହଂସରା ପଂଚାୟତ ଅନ୍ତର୍ଗତ ଆନନ୍ଦପୁର ଗ୍ରାମର ପବିତ୍ର କୁମାର ବେହେରା ତାଙ୍କ ଧର୍ମପତ୍ନୀ କୁମାରୀ ବେହେରାଙ୍କୁ ଏକ ବାଇକରେ ବସାଇ ଆଜି ଇ-କେ୍ୱାସୀ କରିବା ପାଇଁ ନିକଟସ୍ଥ ନରସିଂହପୁର ପଂଚାୟତ କାର୍ଯ୍ୟାଳୟକୁ ଯାଉଥିଲେ। କିଛି ବାଟ ଗଲା ପରେ ଏକ ମାଙ୍କଡ଼ ବାଇକ ଉପରକୁ ହଠାତ ଡେଇଁ ପଡିଥିଲା। ଫଳରେ ଭାରସାମ୍ୟ ହରାଇ ବାଇକରୁ ଉଭୟେ ଖସି ପଡ଼ିଥିଲେ। ଉଭୟ ଆହତ ହୋଇଥିଲା ବେଳେ ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ତେଣୁ ପ୍ରଥମେ ରଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଭୁବନେଶ୍ୱର ନେବା ବେଳେ ବାଟରେ ମହିଳାଙ୍କ ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି। ଏଥିରେ ତାଙ୍କ ଗ୍ରାମରେ ଶୋକର ଛାୟା ଖେଳି ଯାଇଛି।

ଦୁର୍ଘଟଣା ସ୍ତ୍ରୀ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026

ମା’ କାଳିଜାଇଙ୍କ ପୀଠରୁ ପହଞ୍ଚିଲା ନିମନ୍ତ୍ରଣ, ଭଉଣୀଙ୍କ ମକର ମେଳାକୁ ଯିବ ମା’ଭଗବତୀଙ୍କ ଆଜ୍ଞାମାଳ

January 13, 2026
Latest News

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026

ମା’ କାଳିଜାଇଙ୍କ ପୀଠରୁ ପହଞ୍ଚିଲା ନିମନ୍ତ୍ରଣ, ଭଉଣୀଙ୍କ ମକର ମେଳାକୁ ଯିବ ମା’ଭଗବତୀଙ୍କ ଆଜ୍ଞାମାଳ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.