Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲାଭରମ କାମ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଥରେ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ପୋଲାଭରମ କାମ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଥରେ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
CM Neveen Patnaik wrote a letter to PM regarding Polavoram
CM Neveen Patnaik wrote a letter to PM regarding Polavoram

ସମୀକ୍ଷା ବ୍ୟୁରୋ

ପୋଲାଭରମ କାମକୁ ତୁରନ୍ତ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପୁଣିଥରେ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ଦୁଇ ପୃଷ୍ଠାର ଏକ ଚିଠି ଲେଖି ଜଣାଇଛନ୍ତି ଯେ, ବର୍ତ୍ତମାନ ପୋଲଭରମ ମାମଲା ବିଚାରଧିନ ରହିଛି। ହେଲେ ଏହି ସମୟରେ କେନ୍ଦ୍ର ସରକାର ପୁଣିଥରେ କାମ କରିବାର ଅନୁମତି ଦେବା ଠିକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ପୋଲାଭରମ ମାମଲାରେ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ ବୋଲି ପୂର୍ବରୁ ବହୁବାର ସେ ଚିଠି ଲେଖିଛନ୍ତି। ହେଲେ ତାହା ଉପରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ପୋଲଭରମ ହେଲେ ରାଜ୍ୟର କେତେକ ଆଦିବାସୀ ଗାଁ କ୍ଷତିଗସ୍ତ ହେଉଛି। ବିନା ଜନଶୁଣାଣିରେ ଏହି ପ୍ରକଳ୍ପ କାର୍ଯ୍ୟ କରାଯାଉଛି। ଓଡିଶାର ସ୍ବାର୍ଥ ବାଧାପ୍ରାପ୍ତ ହେଉଥିବାରୁ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରି ତୁରନ୍ତ କାମ ବନ୍ଦ କରିବା ପାଇଁ ଆନ୍ଧ୍ର ପ୍ରଦାଶ ସରକାରଙ୍କୁ ନିର୍ଦ୍ଦେଶ ଦିଆନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.