Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»One Nation One Election: ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଂଜୁରୀ
ଆଜିର ଖବର

One Nation One Election: ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଂଜୁରୀ

September 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାମୁଦ୍ରିକ କ୍ଷେତ୍ର
ସାମୁଦ୍ରିକ କ୍ଷେତ୍ରକୁ ପୁନର୍ଜୀବିତ କରିବା ପାଇଁ 69,725 କୋଟିର ପ୍ୟାକେଜକୁ ଅନୁମୋଦନ

One Nation One Election: ଆଜି ଜାତୀୟ ରାଜନୀତି ପାଇଁ ଏକ ଐତିହାସିକ ଦିନ କହିଲେ ଅତ୍ୟୁକ୍ତି ହେବ ନାହିଁ। ଆଜି କେନ୍ଦ୍ର କ୍ୟାବିନେଟ ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ମୋଦୀ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଆଜି ବୁଧବାର ସେପ୍ଟେମ୍ବର ୧୮ ତାରିଖରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରସ୍ତାବ ​​ଉପସ୍ଥାପିତ କରାଯାଇ ଥିଲା। ଯାହାକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି।

ଏ ନେଇ ଗଣମାଧ୍ୟମକୁ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି ଯେ ସଂସଦର ଆସନ୍ତା ଶୀତ ଅଧିବେଶନରେ ଗୋଟିଏ ଦେଶ-ନିର୍ବାଚନ ବିଲ୍ ଉପସ୍ଥାପନ କରାଯିବ। ଆଜି କେନ୍ଦ୍ର କ୍ୟାବିନେଟରେ ତାହା ଅନୁମୋଦନ ଲାଭ କରିଛି। ସେ କହିଥିଲେ ଯେ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ ଗଠିତ କମିଟି ମାର୍ଚ୍ଚ ମାସରେ ଲୋକସଭା ନିର୍ବାଚନ ପୂର୍ବରୁ କ୍ୟାବିନେଟ ସମ୍ମୁଖରେ ଏହାର ରିପୋର୍ଟ ଉପସ୍ଥାପନ କରିଥିଲା। ଏହି ରିପୋର୍ଟ ଅନୁସାରେ ଏଣିକି ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ଅନୁଷ୍ଠିତ ହେବ।

Cabinet decission one nation one election କ୍ୟାବିନେଟ ମଂଜୁରୀ ଗୋଟିଏ ଦେଶ ଗୋଟିଏ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

Delhi Car Blast Update: ଗୃହମନ୍ତ୍ରୀଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

November 10, 2025

ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭା, ପ୍ରଥମ ଥର ପାଇଁ ଅଭିଭାଷଣ ରଖିବେ ରାଷ୍ଟ୍ରପତି

November 10, 2025

Delhi Car Blast: ଦିଲ୍ଲୀ କାର ବ୍ଲାଷ୍ଟ ନେଇ ତଦନ୍ତ ଆରମ୍ଭ ହୋଇଛି ବୋଲି କହିଲେ ଗୃହମନ୍ତ୍ରୀ

November 10, 2025

ଦିଲ୍ଲୀରେ ବଡ ଧରଣର ବିସ୍ପୋରଣ, ୮ ମୃତ, ଦିଲ୍ଲୀ ସମେତ ମୁମ୍ବାଇ, ଜୟପୁର, ଉତ୍ତରପ୍ରଦେଶରେ ହାଇ ଆଲର୍ଟ

November 10, 2025
Latest News

Delhi Car Blast Update: ଗୃହମନ୍ତ୍ରୀଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

November 10, 2025

ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭା, ପ୍ରଥମ ଥର ପାଇଁ ଅଭିଭାଷଣ ରଖିବେ ରାଷ୍ଟ୍ରପତି

November 10, 2025

Delhi Car Blast: ଦିଲ୍ଲୀ କାର ବ୍ଲାଷ୍ଟ ନେଇ ତଦନ୍ତ ଆରମ୍ଭ ହୋଇଛି ବୋଲି କହିଲେ ଗୃହମନ୍ତ୍ରୀ

November 10, 2025

ଦିଲ୍ଲୀରେ ବଡ ଧରଣର ବିସ୍ପୋରଣ, ୮ ମୃତ, ଦିଲ୍ଲୀ ସମେତ ମୁମ୍ବାଇ, ଜୟପୁର, ଉତ୍ତରପ୍ରଦେଶରେ ହାଇ ଆଲର୍ଟ

November 10, 2025

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.