Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକ୍ରମଣ ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ 
ଆଜିର ଖବର

ଆକ୍ରମଣ ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ 

September 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ନଳୀହାଡ ଗ୍ରାମର ପିଣ୍ଟୁ ସ୍ବାଇଁ ଓ ପୁତୁରା ନାରାୟଣ ସ୍ୱାଇଁଙ୍କୁ ଆକ୍ରମଣ ଘଟଣାକୁ ନେଇ ବ୍ରହ୍ମପୁର ଗୋଳନ୍ଥରା ଥାନା ଅନ୍ତର୍ଗତ ଜି ଆପନ୍ନା କେ ବରାଡୁ ପାତ୍ର ନାମକ ଦୁଇଜଣ ଅଭିଯୁକ୍ତଙ୍କୁ ମାନ୍ୟବର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ ୩ ବର୍ଷ କାରାଦଣ୍ଡ ଆଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ଗତ ୨୦୧୮ ମସିହାରେ ଜି ଆପନ୍ନା ପିଣ୍ଟୁ ସ୍ବାଇଁ ଠାରୁ ନଗଦ ୬ ଲକ୍ଷ ଟଙ୍କା କରଜ ନେଇଥିଲେ ଓ ଶୀଘ୍ର ଫେରାଇବାକୁ ପ୍ରତିଶୃତି ଦେଇଥିଲେ। କିନ୍ତୁ ଦିନ ପରେ ଦିନ ଗଡି ଚାଲିବାକୁ ଲାଗିଲା, ଆପନ୍ନା ଧାର ଟଙ୍କା ନ ଫେରାଇବାରୁ ପିଣ୍ଟୁ ଓ ନାରାୟଣ ତାକୁ ସାକ୍ଷାତ କରି ଟଙ୍କା ଫେରସ୍ତ ପାଇଁ ଅନୁରୋଧ କରିଥିଲେ ଓ ଉଭୟଙ୍କ ମଧ୍ୟରେ ବଚସା ସୃଷ୍ଟି ହୋଇଥିଲା। ପରବର୍ତ୍ତୀ ସମୟରେ ଉଭୟ ଦାଦା ଓ ପୁତୁରା ନିଜ ଗ୍ରାମ ନଳୀହାଡ ଫେରୁଥିବା ବେଳେ ଆପନ୍ନା ଓ ତା’ର ବନ୍ଧୁ ବୋରାଡୁ ମିଶି ସହର ଉପକଣ୍ଠ ଫାଷ୍ଟ ଗେଟ୍ ନିକଟରେ ପିଣ୍ଟୁ ଓ ତା’ର ପୁତୁରାକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆହତ ଦ୍ଵୟ ସେଠାରୁ ଯାଇ ସଦର ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

ଆକ୍ରମଣ ଅଭିଯୁକ୍ତ କାରାଦଣ୍ଡ ବ୍ରହ୍ମପୁର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026

ଓଡ଼ିଶା ରାଜ୍ୟ ସାମୁଦ୍ରିକ ସଂଗ୍ରହାଳୟରେ ବିଶ୍ୱ ସାମୁଦ୍ରିକ ଦିବସ ପାଳିତ

September 25, 2026

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026
Latest News

ସୋଆ ଆଇଡିଏସ୍ ପ୍ରଫେସର ଜାତୀୟ ସଂସ୍ଥାର ସଭାପତି ନିର୍ବାଚିତ

September 25, 2026

ଭୁବନେଶ୍ୱର ବିମାନବନ୍ଦରରୁ ବନ୍ଦ ରହିଛି ବିଦେଶୀ ଉଡ଼ାଣ

September 25, 2026

ଓଡ଼ିଶା ରାଜ୍ୟ ସାମୁଦ୍ରିକ ସଂଗ୍ରହାଳୟରେ ବିଶ୍ୱ ସାମୁଦ୍ରିକ ଦିବସ ପାଳିତ

September 25, 2026

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.