Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାର ଲୋକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ: ଡାକ୍ତରଖାନାରେ ଭର୍ତ୍ତି ହେଲେ ଗୁରୁତର ଆହତ ବ୍ୟକ୍ତି
ଆଜିର ଖବର

ପରିବାର ଲୋକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ: ଡାକ୍ତରଖାନାରେ ଭର୍ତ୍ତି ହେଲେ ଗୁରୁତର ଆହତ ବ୍ୟକ୍ତି

September 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦ ନଗରରେ ଗୋଟିଏ ପରିବାରର ଶାଶୁ, ବୋହୁ ଓ ଦୁଇ ପୁଅଙ୍କୁ ଆକ୍ରମଣ ହେଇଥିବା ବଡ଼ବଜାର ଥାନାରେ ଅଭିଯୋଗ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଉକ୍ତ ସାହିର ସନ୍ତୋଷ ପାତ୍ର ନାମକ ଜଣେ ଯୁବକ ରାତ୍ରୀ ସମୟରେ ଘରକୁ ଫେରୁଥିବା ବେଳେ ସେହି ସାହିର ସୁରେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ସନ୍ତୋଷକୁ ଡ଼ାକି ଅଯଥା ଗାଳି ଗୁଲଜ କରିବା ଫଳରେ ସନ୍ତୋଷର ମାଁ, ସ୍ତ୍ରୀ ଓ ଭାଇ ଘଟଣାସ୍ଥଳରେ ପହଞ୍ଚି ଏହାର ପ୍ରତିବାଦ କରିଥିଲେ। ଏତିକି ବେଳେ ସୁରେନ୍ଦ୍ର ଉତକ୍ଷିପ୍ତ ହୋଇ ଘରକୁ ଯାଇ ଏକ କଟୁରି ଧରି ଆସି ଉକ୍ତ ସମସ୍ତ ପରିବାର ଲୋକଙ୍କୁ ଆକ୍ରମଣ କରିଥିଲା।

ଯାହା ଫଳରେ ସମସ୍ତ ପରିବାର ଲୋକେ ଗୁରୁତର ଆହତ ହୋଇ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଓ ଖବର ପାଇ ବଡ଼ବଜାର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିବା ସହ ଆହତ ସନ୍ତୋଷ ଠାରୁ ଅଭିଯୋଗ ଗ୍ରହଣ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଗୁରୁତର ଆହତ ଡାକ୍ତରଖାନାରେ ଭର୍ତ୍ତି ଧାରୁଆ ଅସ୍ତ୍ରରେ ଆକ୍ରମଣ ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.