Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ଜନତା ଦଳ ଅନୁସୂଚିତ ଜାତି ସେଲର ବୈଠକରେ କଣ କହିଲେ ନବୀନ ପଟ୍ଟନାୟକ
ଆଜିର ଖବର

ବିଜୁ ଜନତା ଦଳ ଅନୁସୂଚିତ ଜାତି ସେଲର ବୈଠକରେ କଣ କହିଲେ ନବୀନ ପଟ୍ଟନାୟକ

September 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜୁ ଜନତା ଦଳ ଅନୁସୂଚିତ ଜାତି ସେଲର ବୈଠକରେ କଣ କହିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଜନତା ଦଳ ଅନୁସୂଚିତ ଜାତି ସେଲ ର ବୈଠକ ଆଜି ଶଙ୍ଖ ଭବନ ରେ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି।ଏହି ଅବସରରେ ଉଦବୋଧନ ଦେଇ ଶ୍ରୀ ପଟ୍ଟନାୟକ ଅନୁସୂଚିତ ଜାତି ଲୋକଙ୍କ କଲ୍ୟାଣ ପାଇଁ ବିଜେଡିର ପ୍ରତିଶୃତି ଦୋହରାଇଥିଲେ।

ଆଗାମୀ ଦିନରେ ବିଜେଡି ଅନୁସୂଚିତ ଜାତି ବର୍ଗ ର ଭାଇଭଉଣୀ ମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ତାର ଲଢେଇ ଜାରି ରଖିବ ବୋଲି ଶ୍ରୀ ପଟ୍ଟନାୟକ ଘୋଷଣା କରିଥିଲେ। ଏହି ବୈଠକରେ ଅନୁସୂଚିତ ଜାତି ବର୍ଗ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ବିଷୟ ତଥା ସେଲକୁ ଅଧିକ ଶକ୍ତିଶାଳୀ କରାଯିବା ବିଷୟରେ ବୈଠକରେ ଆଲୋଚନା ହୋଇଥିଲା।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଶ୍ରୀ ଗଣେଶ୍ୱର ବେହେରା,ଶ୍ରୀ ମହେଶ ସାହୁ,ଶ୍ରୀମତୀ ପ୍ରମିଳା ମଲ୍ଲିକ,ପୂର୍ବତନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ପ୍ରମୁଖ ଉଦବୋଧନ ଦେଇଥିଲେ। ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ। ପୂର୍ବତନ ସାସଂଦ ଡା. ରାଜଶ୍ରୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।

BJD ନବୀନ ପଟ୍ଟନାୟକ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026
Latest News

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026

ସିଜି ସେମି ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ଟେଷ୍ଟ ସୁବିଧାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 5, 2026

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.