Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ୍ ଚକା ତଳେ ଚାପି ହୋଇ ଯୁବକ ଗୁରୁତର
ଆଜିର ଖବର

ବସ୍ ଚକା ତଳେ ଚାପି ହୋଇ ଯୁବକ ଗୁରୁତର

September 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ବସଷ୍ଟାଣ୍ଡ ନିକଟରେ ବସ୍ ରେ ଚଢୁଥିବା ବେଳେ ଅସାବଧାନତା ବଶତଃ ଜଣେ ଯୁବକ ବସ୍ ରୁ ଖସି ଚକା ତଳେ ଚାପି ହୋଇ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ସୋରଡ଼ା ଥାନା ଅନ୍ତର୍ଗତ ବଡବୋରସିଙ୍ଗି ର ନାମ ଜିତେନ୍ଦ୍ର ଗୌଡ ବୋଲି ଜଣାପଡିଛି। ସେ ବ୍ରହ୍ମପୁର ଆସିବା ପାଇଁ “ରାଧାକୃଷ୍ଣ” ନାମକ ସୋରଡ଼ା ରୁ ବ୍ରହ୍ମପୁର ଆସୁଥିବା ବସ୍ ରେ ଚଢୁଥିବା ବେଳେ ଦୁର୍ଘଟଣାର ସମ୍ମୁଖିନ ହୋଇଛନ୍ତି। ବସ୍ କର୍ମଚାରୀ ମାନେ ଗୁରୁତର ଜିତେନ୍ଦ୍ର କୁ ଚିକିତ୍ସା ନିମନ୍ତେ ସଙ୍ଗେ ସଙ୍ଗେ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାକୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍ ଜବତ କରିବା ସହ ଆହତ ଯୁବକକୁ ବଡ ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଚଳାଇଛନ୍ତି।

ବ୍ରହ୍ମପୁର ବଡ ଡାକ୍ତରଖାନା ହିଞ୍ଜିଳି ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025
Latest News

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.