Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪୫ତମ ଚେସ୍ ଅଲମ୍ପିଆଡରେ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ଭାରତୀୟ ଖେଳାଳିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

୪୫ତମ ଚେସ୍ ଅଲମ୍ପିଆଡରେ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ଭାରତୀୟ ଖେଳାଳିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

September 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୪୫ତମ ଚେସ୍ ଅଲମ୍ପିଆଡରେ ଉଭୟ ଓପନ ଓ ମହିଳା ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଭାରତୀୟ ଖେଳାଳିମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ସେମାନଙ୍କୁ ଉଲ୍ଲେଖନୀୟ କୃତିତ୍ୱ ପାଇଁ ସେ ଉଭୟ ପୁରୁଷ ଓ ମହିଳା ଚେସ୍ ଟିମକୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ବାର୍ତ୍ତାରେ କହିଛନ୍ତି:

“ଆମ ଚେସ୍ ଟିମ୍ ୪୫ତମ ଚେସ୍ ଅଲମ୍ପିଆଡରେ ଜିତିବା ଭାରତ ପାଇଁ ଐତିହାସିକ ବିଜୟ #FIDE Chess Olympiad  ଚେସ୍ ଅଲମ୍ପିଆଡରେ ଉଭୟ ଓପନ ଏବଂ ମହିଳା ବର୍ଗରେ ଭାରତ ସ୍ୱର୍ଣ୍ଣ ପଦକ ହାସଲ କରିଛି। ଆମର ଅବିଶ୍ୱସନୀୟ ମହିଳା ଓ ପୁରୁଷ ଟିମକୁ ଅଭିନନ୍ଦନ। ଭାରତୀୟ କ୍ରୀଡ଼ା ରାସ୍ତାରେ ଏହି ଉଲ୍ଲେଖନୀୟ କୃତିତ୍ୱ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଏହି ସଫଳତା ଚେସ୍ ଖେଳର ଉତ୍ସାହୀ ପିଢ଼ିଙ୍କୁ ପ୍ରୋତ୍ସାହିତ କରୁ।”

ଚେସ୍ ଅଲମ୍ପିଆଡ ନରେନ୍ଦ୍ର ମୋଦୀ ସ୍ୱର୍ଣ୍ଣ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025
Latest News

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025

ରାଜ୍ୟ ମନ୍ତ୍ରୀମଣ୍ଡଳ ସଂପ୍ରାସରଣ ଚର୍ଚ୍ଚା ଭିତରେ ଦିଲ୍ଲୀ କାହିଁକି ଗଲେ ବିଜେପି ସଭାପତି ମନମୋହନ ସାମଲ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.