Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଓଡିଶା ଛାଡିବ ଜେଏସଡବ୍ଲୁ , କରିଥାଆନ୍ତା ୪୦ ହଜାର କୋଟି ଟଙ୍କାର ଇଭି ପ୍ରକଳ୍ପ
ଆଜିର ଖବର

Breaking News: ଓଡିଶା ଛାଡିବ ଜେଏସଡବ୍ଲୁ , କରିଥାଆନ୍ତା ୪୦ ହଜାର କୋଟି ଟଙ୍କାର ଇଭି ପ୍ରକଳ୍ପ

September 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News
Breaking News: ଓଡିଶା ଛାଡିବ ଜେଏସଡବ୍ଲୁ , କରିଥାଆନ୍ତା ୪୦ ହଜାର କୋଟି ଟଙ୍କାର ଇଭି ପ୍ରକଳ୍ପ

Breaking News: ଓଡିଶା ଛାଡିବ ବିଶ୍ବର ଅନ୍ୟତମ ଶିଳ୍ପ ସମ୍ରାଟ ଜେଏସଡବ୍ଲୁ । ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା। ହେଲେ କୌଣସି କାରଣ ପାଇଁ ଏହି କଂପାନୀ ଓଡିଶା ଛାଡିବ ବୋଲି ଦେଶର ପ୍ରତିଷ୍ଠିତ ଗଣମାଧ୍ୟମ ‘ମିଣ୍ଟି’ ରେ ପ୍ରକାଶ ପାଇଛି।

ଗତ ଫେବୃୟାରୀ ମାସରେ ଜେଏସଡବ୍ଲୁ ଓଡିଶା ସରକାରଙ୍କ ସହିତ ବୁଝାମଣା ପତ୍ର ସ୍ବାକ୍ଷରିତ କରିଥିଲା। ଏଥିରେ କଂପାନୀ କଟକ ଓ ପାରାଦ୍ବୀପରେ ଶିଳ୍ପ ପ୍ରତିଷ୍ଠା କରିବା ଏହି ବୁଝାମଣ କରିଥିଲା। ସେତେବେଳେ ଓଡିଶାରେ ନବୀନ ପଟ୍ଟନାୟକ ସରକାରରେ ଥିଲେ। ହେଲେ ସରକାର ପରିବର୍ତ୍ତନ ପରେ କଂପାନୀ ଏହି ପ୍ରକଳ୍ପକୁ ମହାରାଷ୍ଟ୍ର ସ୍ଥାନାନ୍ତର କରିବ ବୋଲି ଜଣାପଡିଛି। ତେବେ ଏ ନେଇ କଂପାନୀ ତରଫରୁ କୌଣସି ସୂଚନା ଦିଆଯାଇ ନାହିଁ।

Breaking News jsw JSW EV Project ଜେଏସଡବ୍ଲୁ ଜେଏସଡବ୍ଲୁ ଇଭି ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.