Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି ଜିଲ୍ଲା ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ
ଆଜିର ଖବର

କଳାହାଣ୍ଡି ଜିଲ୍ଲା ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ

September 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: ସ୍ଥାନୀୟ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ଶତବାର୍ଷିକୀ କକ୍ଷରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ ହୋଇଯାଇଛି। ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା କଳାହାଣ୍ଡିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଶାନ୍ତ କୁମାର ଚୋପଦାର ସଭାପତିତ୍ବ କରିଥିବା ବେଳେ ଉଦଘାଟକ ଭାବେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ, ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ରୂପେ ଯୋଗଦେଇ କଳାହାଣ୍ଡି ସାଂସଦ ମାଳବିକା ଦେବୀଙ୍କ ପ୍ରତିନିଧି ଅନୀଲ କୁମାର ନନ୍ଦ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଅଧ୍ୟକ୍ଷ ଡ. ଦେଶବନ୍ଧୁ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ସମଗ୍ର ଶିକ୍ଷା କଳାହାଣ୍ଡିର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଓ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର ମଞ୍ଚାସୀନ ଥିଲେ। ମଞ୍ଚ ପରିଚାଳନା କରିଥିଲେ ପଲମ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡିଲେଶ୍ୱର ରଣା। ଏହି ଅବସରରେ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ଓ ସଂଗୀତ ପରିବେଷଣ କରାଯାଇଥିଲା।

ବରିଷ୍ଠ ଶିକ୍ଷୟତ୍ରୀ ମିନତି କୁମାରୀ ପ୍ରଧାନଙ୍କ ରଚନା ଓ ନିର୍ଦ୍ଦେଶନାରେ ଆରଇଓ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ କ୍ଷୁଦ୍ର ନାଟିକା ‘ଛୁ ମନ୍ତର୍’ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିବା ବେଳେ ସମଗ୍ର ଶିକ୍ଷା କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ।

କଳାହାଣ୍ଡି ଜିଲ୍ଲା ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.