Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା, ଜାଣନ୍ତୁ କାରଣ
ଆଜିର ଖବର

ଆସନ୍ତା କାଲି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା, ଜାଣନ୍ତୁ କାରଣ

September 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା କାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୬ତାରିଖ ସକାଳ ୧୦.୩୦ରେ ଶ୍ରୀ ନଡ୍ଡା ଭୁବନେଶ୍ୱର ପହଂଚିବେ । ପାର୍ଟୀ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଅପରାହ୍ନରେ ଶ୍ରୀ ନଡ୍ଡା ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି ସୂଚନା ଦେଇଛନ୍ତି ।

ସଦସ୍ୟତା ହେଉଛି କାର୍ଯ୍ୟକର୍ତା ଚୟନର ମୂଳ ଆଧାର । ସଙ୍ଗଠନର ମୂଳ ଆଧାର ହେଉଛନ୍ତି କାର୍ଯ୍ୟକର୍ତା ଏବଂ ବିଜେପିର ମୂଳ ଆଧାର ହେଉଛି ସଙ୍ଗଠନ । ସଙ୍ଗଠନର ଶକ୍ତି ସହିତ ଆମର ବୈଚାରିକ ସ୍ପଷ୍ଟତା ଓ ଗରୀବ କଲ୍ୟାଣର ମନ୍ତ୍ର ଆମକୁ ଦେଶ ଓ ରାଜ୍ୟରେ ଲୋକଙ୍କର ବିଶ୍ୱାସଭାଜନ କରିଛି । ପାର୍ଟୀର ସାଂଗଠନିକ ମହାପର୍ବ “ସଦସ୍ୟତା ଅଭିଯାନ – ୨୦୨୪” ଚଳିତ ମାସ ୨ ତାରିଖରୁ ଦେଶବ୍ୟାପୀ ଏବଂ ୩ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇଛି ।

ଆମ ସଦସ୍ୟତା ଅଭିଯାନକୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ପାଇଁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ଓଡିଶା ଗସ୍ତରେ ଆସୁଛନ୍ତି ବୋଲି ଡ.ମହାନ୍ତି ସୂଚନା ଦେଇଛନ୍ତି ।
ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ଏଜି ଛକସ୍ଥିତ ବାବାସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଏହା ପରେ ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଇ ପାର୍ଟୀର ସଦସ୍ୟତା ଅଭିଯାନ ସଂପର୍କରେ ଆଲୋଚନା କରିବେ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଂଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେବେ । ମଧ୍ୟାହ୍ନରେ ଶ୍ରୀ ନଡ୍ଡା ରାଜ୍ୟ କାର୍ଯ୍ୟାଳୟଠାରେ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ସଂପର୍କରେ ଆଲୋଚନା କରିବେ ବୋଲି ଡ.ମହାନ୍ତି ସୂଚନା ଦେଇଛନ୍ତି ।

J P Nadda J P Nadda in Odisha
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର କେନ୍ଦୁପତ୍ର କର୍ମଚାରୀଙ୍କ ସମ୍ମାନିତ ଜୀବିକାକୁ ସୁଦୃଢ଼ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ କଲ୍ୟାଣ ପ୍ୟାକେଜ୍ ପ୍ରଦାନ

November 21, 2025

ଖାଦ୍ୟଶସ୍ୟ ଉତ୍ପାଦନରେ ଭାଙ୍ଗିଲା ସମସ୍ତ ରେକର୍ଡ: କୃଷି କ୍ଷେତ୍ରର ସଫଳତାର ନୂତନ ଅଧ୍ୟାୟ

November 21, 2025

ଐତିହାସିକ ପରେଡ୍‌ ସହ ଗୋଆରେ ଆରମ୍ଭ ହେଲା ଆଇଏଫଏଫଆଇର 56ତମ ସଂସ୍କରଣ

November 21, 2025

ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ୟ

November 21, 2025
Latest News

ରାଜ୍ୟର କେନ୍ଦୁପତ୍ର କର୍ମଚାରୀଙ୍କ ସମ୍ମାନିତ ଜୀବିକାକୁ ସୁଦୃଢ଼ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ କଲ୍ୟାଣ ପ୍ୟାକେଜ୍ ପ୍ରଦାନ

November 21, 2025

ଖାଦ୍ୟଶସ୍ୟ ଉତ୍ପାଦନରେ ଭାଙ୍ଗିଲା ସମସ୍ତ ରେକର୍ଡ: କୃଷି କ୍ଷେତ୍ରର ସଫଳତାର ନୂତନ ଅଧ୍ୟାୟ

November 21, 2025

ଐତିହାସିକ ପରେଡ୍‌ ସହ ଗୋଆରେ ଆରମ୍ଭ ହେଲା ଆଇଏଫଏଫଆଇର 56ତମ ସଂସ୍କରଣ

November 21, 2025

ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ୟ

November 21, 2025

ବାର୍ଷିକ ଏଚଏସସି ପରୀକ୍ଷାର ଫର୍ମ ପୂରଣର ଅବଧି ବୃଦ୍ଧି

November 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.