Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଦାଖର ସିଆଚେନ୍ ବେସ୍ କ୍ୟାମ୍ପ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

ଲଦାଖର ସିଆଚେନ୍ ବେସ୍ କ୍ୟାମ୍ପ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

September 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲଦାଖର ସିଆଚେନ୍ ବେସ୍ କ୍ୟାମ୍ପ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଲଦାଖର ସିଆଚେନ୍ ବେସ୍ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ସେ  ସିଆଚେନ୍ ଗ୍ଲାସିଅରରେ ମୁତୟନ ଥିବା ସୈନିକ ଏବଂ ଅଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ।

ରାଷ୍ଟ୍ରପତି ମୁର୍ମୁ ତାଙ୍କ ଭାଷଣରେ ଦେଶକୁ ସୁରକ୍ଷା ଦେବାରେ ସୈନିକମାନଙ୍କ ସାହସିକତା ଏବଂ ସେବାକୁ ପ୍ରଶଂସା କରିଥିଲେ। ସେଠାରେ ମୁତୟନ ହୋଇଥିବା ସୈନିକଙ୍କ ପରିବାର ଏବଂ ସମ୍ପର୍କୀୟଙ୍କୁ ମଧ୍ୟ ସେ କୃତଜ୍ଞତା ଜଣାଇଛନ୍ତି। ଯୁଦ୍ଧ ହିରୋମାନଙ୍କ ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ସେ ସିଆଚେନ୍ ବେସ୍ ୱାର୍ ମେମୋରିଆଲରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ପୂର୍ବତନ ରାଷ୍ଟ୍ରପତି ଏ ପି ଜେ ଅବଦୁଲ କଲାମ ଏବଂ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ପରେ ରାଷ୍ଟ୍ରପତି ଦ୍ରୌପାଦୀ ମୁର୍ମୁ ସିଆଚେନ୍ ଗ୍ଲାସିଅର୍ ପରିଦର୍ଶନ କରିଥିବା ତୃତୀୟ ରାଷ୍ଟ୍ରପତି।

କରାକୋରାମ ରେଞ୍ଜରେ ଅବସ୍ଥିତ ସିଆଚେନ୍ ଗ୍ଲାସିଅର୍ ହେଉଛି ବିଶ୍ୱର ସର୍ବୋଚ୍ଚ ସାମରିକ ଦଖଲ ହୋଇଥିବା ଅଞ୍ଚଳ ଏବଂ ଅପରେସନ୍ ମେଘଦୂତ ଅଧୀନରେ ଏପ୍ରିଲ୍ ୧୯୮୪ ଠାରୁ ଭାରତୀୟ ସେନା ଦ୍ୱାରା ଏହା ସୁରକ୍ଷିତ ହୋଇ ରହିଆସିଛି।

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.