Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ, କଣ ନିଷ୍ପତି ନେବେ ନବୀନ, ରହିଛି ସମସ୍ତଙ୍କ ନଜର
ଆଜିର ଖବର

ଆଜି ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ, କଣ ନିଷ୍ପତି ନେବେ ନବୀନ, ରହିଛି ସମସ୍ତଙ୍କ ନଜର

September 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ, କଣ ନିଷ୍ପତି ନେବେ ନବୀନ, ରହିଛି ସମସ୍ତଙ୍କ ନଜର

ଭୁବନେଶ୍ବର: ଆଜି ବିଜେଡି ଶଙ୍ଖ ଭବନରେ ଏକ ବଡ ବୈଠକ ଡାକିଛି। ଏଥିରେ ଦଳର ସବୁ ବରିଷ୍ଠ ନେତା, ସବୁ କମିଟ ସଦସ୍ୟଙ୍କ ସହିତ ଜିଲ୍ଲା ସଭାପତି ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ବୈଠକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବୋଲି କୁହାଯାଉଛି।

ହେଲେ ଏହି ବୈଠକରେ କଣ ଆଲୋଚନା ହେବ ସେ ନେଇ କୌଣସି ନିର୍ଦ୍ଦିଷ୍ଠ ସୂଚନା ପ୍ରଦାନ କରାଯାଇ ନାହିଁ। ତେବେ ଏହି ବୈଠକରେ ନିର୍ବାଚନ ବିପର୍ଯ୍ୟୟର କାରଣ ଖୋଜାଯିବ ବୋଲି କୁହାଯାଉଛି।

ବିଜେଡି ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.