Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାହିଁକି ପ୍ରଖ୍ୟାତ ଗାୟିକା ଲତା ମଙ୍ଗେଶକରଙ୍କୁ ଆଜି ମନେ ପକାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

କାହିଁକି ପ୍ରଖ୍ୟାତ ଗାୟିକା ଲତା ମଙ୍ଗେଶକରଙ୍କୁ ଆଜି ମନେ ପକାଇଲେ ପ୍ରଧାନମନ୍ତ୍ରୀ

September 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କାହିଁକି ପ୍ରଖ୍ୟାତ ଗାୟିକା ଲତା ମଙ୍ଗେଶକରଙ୍କୁ ଆଜି ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ଲତା ମଙ୍ଗେଶକରଙ୍କ ହୃଦୟସ୍ପର୍ଶୀ ​​ଗୀତ ଯୋଗୁଁ ସେ ସର୍ବଦା ଲୋକଙ୍କ ହୃଦୟରେ ଏବଂ ମନରେ ରହିବେ। ଆଜି ଲତାଜୀଙ୍କର ଜନ୍ମ ବାର୍ଷିକୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଲତା ମଙ୍ଗେଶକରଙ୍କ ସହିତ ତାଙ୍କର ଏକ ବିଶେଷ ବନ୍ଦୁତ୍ବ ଥିଲା।

Remembering Lata Didi on her birth anniversary. She will always live on in the hearts and minds of people due to her soulful songs.

Lata Didi and I had a special bond. I have been fortunate to receive her affection and blessings.https://t.co/ujzzagwq3s

— Narendra Modi (@narendramodi) September 28, 2024

ଏକ ଟୁଇଟ୍‌ରେ ଶ୍ରୀ ମୋଦୀ କହିଛନ୍ତି ଯେ ତାଙ୍କ ସ୍ନେହ ଏବଂ ଆଶୀର୍ବାଦ ପାଇବାରେ ସେ ଭାଗ୍ୟବାନ ହୋଇଛନ୍ତି। ଶ୍ରୀ ମୋଦୀ ଇଣ୍ଡିଆନ ଏକ୍ସପ୍ରେସରେ ବାହାରିଥିବା  ହୃଦୟନାଥ ମଙ୍ଗେଶକରଙ୍କ ଏକ ଲେଖାର ଲିଙ୍କକୁ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି।

ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଲତା ମଙ୍ଗେଶକର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.