Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କବାଦୀ କାର୍ଯ୍ୟରେ ସାମିଲ ପାଇଁ ପ୍ରବର୍ତ୍ତାଉଥିବା ଛଅ ଯୁବକ ଗିରଫ, ବିପୁଳ ବିସ୍ପୋରକ ଜବତ
ଆଜିର ଖବର

ଆତଙ୍କବାଦୀ କାର୍ଯ୍ୟରେ ସାମିଲ ପାଇଁ ପ୍ରବର୍ତ୍ତାଉଥିବା ଛଅ ଯୁବକ ଗିରଫ, ବିପୁଳ ବିସ୍ପୋରକ ଜବତ

September 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆତଙ୍କବାଦୀ କାର୍ଯ୍ୟରେ ସାମିଲ ପାଇଁ ପ୍ରବର୍ତ୍ତାଉଥିବା ଛଅ ଯୁବକ ଗିରଫ, ବିପୁଳ ବିସ୍ପୋରକ ଜବତ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର ପୋଲିସ ଆୱନ୍ତୀପୋରାରେ ଛଅ ଜଣ ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ସେମାନେ ପାକିସ୍ଥାନ ଲିଙ୍କରେ ଥିବାର ପ୍ରମାଣ ମିଳିଛି।

ପୋଲିସ ଅଧିକାରୀଙ୍କ କହିବାନୁସାରେ, ଆୱନ୍ତୀପୋରା ପୋଲିସ ନିର୍ଦ୍ଦିଷ୍ଟ ସୂଚନା ପାଇଥିଲା ଯେ ଜୟସ୍-ଏ-ମହମ୍ମଦ (ଜେଏମ) ଗ୍ରୁପର କେତେକ ଯୁବକ କାଶ୍ମୀରୀରେ ରହୁଥିବା ଯୁବକଙ୍କୁ ତାଙ୍କ ସଂଗଠନରେ ସାମିଲ ହେବା ପାଇଁ ପ୍ରବର୍ତ୍ତାଉଛନ୍ତି। ଯେଉଁମାନେ ଆତଙ୍କବାଦୀ ଦଳରେ ଯୋଗଦେବା ପାଇଁ ଉତ୍ସାହିତ ହୋଇଛନ୍ତି ସେମାନଙ୍କୁ ଆତଙ୍କବାଦୀ କାର‌୍ୟ୍ୟକଳାପ ପାଇଁ ଅସ୍ତ୍ରଶସ୍ତ୍ର, ଗୁଳି ଏବଂ ବିସ୍ଫୋରକ ସାମଗ୍ରୀ ପ୍ରଦାନ କରୁଛନ୍ତି।

ଗୁପ୍ତ ସୂଚନା  ଆଧାର କରି ଏକ ଅନୁସନ୍ଧାନ ଆରମ୍ଭ କରାଯାଇଥିଲା। ଅନୁସନ୍ଧାନ ବେଳେ ଏହି ମଡ୍ୟୁଲର ଅଂଶ ଥିବା ଯୁବକମାନଙ୍କୁ ପୋଲିସ ଚିହ୍ନଟ କରିଥିଲା। ପରେ ଜଣାପାଡିଥିଲା ଯେ, ପାକିସ୍ତାନ ସମର୍ଥିତ ଆତଙ୍କବାଦୀମାନେ ଜେଲରେ ଥିବା ଜଣେ ଓଭର ଗ୍ରାଉଣ୍ଡ କର୍ମଚାରୀଙ୍କ ସହାୟତାରେ ଅନେକ ଯୁବକ ଆୱନ୍ତୀପୋରା ଏବଂ କୁଲଗାମ ଅଞ୍ଚଳର ଯୁବକଙ୍କୁ ଆତଙ୍କବାଦୀଙ୍କ ସହ ଯୋଗ ଦେବାକୁ ଉତ୍ସାହିତ କରୁଥିଲେ।। ଏହି ମାମଲାର ତଦନ୍ତ ଚାଲିଛି ଏବଂ ଅଧିକ ଗିରଫ ଏବଂ ଆତଙ୍କି ଜିନିଷ ଜବତ ହେବାର ସମ୍ଭାବନା ରହିଛି।

ଆତଙ୍କବାଦୀ ଜାମ୍ମୁ କାଶ୍ମୀର
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.