Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହୁଲ୍‌- ରୋହିତଙ୍କ ଶତକୀୟ ଭାଗିଦାରୀ : 22 ଓଭରରେ ଭାରତ 139/0
ଆଜିର ଖବର

ରାହୁଲ୍‌- ରୋହିତଙ୍କ ଶତକୀୟ ଭାଗିଦାରୀ : 22 ଓଭରରେ ଭାରତ 139/0

July 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ବିଶ୍ବକପ୍‌ର 40 ତମ ମ୍ୟାଚ୍‌ରେ ଦୁଇ ଓପ୍‌ନର ଭାରତକୁ ଏକ ବଢିଆ ପ୍ରାରମ୍ଭ ଦେଇଛନ୍ତି । ଦୁଇ ଓପ୍‌ନର ଅର୍ଦ୍ଧଶତକ ହାସଲ କରିବା ସହିତ ଚଳିତ ବିଶ୍ବକପ୍‌ରେ ପ୍ରଥମ ଥର ପାଇଁ ଏକ ଶତକୀୟ ଭାଗିଦାରୀ କରିଛନ୍ତି । ଦୁଇ ଓପ୍‌ନରଙ୍କ ଶତକୀୟ ଭାଗିଦାରୀ ଫଳରେ ଭାରତ 22 ଓଭର ଶେଷସୁଦ୍ଧା 139ରନ୍‌ ସଂଗ୍ରହ କରିଛି । ରୋହିତ ଶର୍ମା 66ଟି ବଲ୍‌ରୁ 75 ରନ୍‌ ସଂଗ୍ରହ କରିଥିବା ବେଳେ ରାହୁଲ୍‌ 66 ଟି ବଲ୍‌ରୁ 60 ରନ୍‌ ସଂଗ୍ରହ କରିଛନ୍ତି । ରୋହିତଙ୍କ ଇନିଂସରେ 5 ଚୌକା ଏବଂ 4ଛକ୍କା ରହିଥିବା ବେଳେ ରାହୁଲ୍‌ ସମାନ ସଂଖ୍ୟକ ଚୌକା ଏବଂ ଗୋଟିଏ ଛକ୍କା ମାରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.