Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ କାହାଣୀ ନେଉଛି ରୋମାଞ୍ଚକର ମୋଡ
ଆଜିର ଖବର

ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ କାହାଣୀ ନେଉଛି ରୋମାଞ୍ଚକର ମୋଡ

September 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି। ଓଡିଆ ଘରର ପରମ୍ପରା ଓ ରୀତିନୀତିକୁ ନେଇ ଅନେକ ମନୋଲୋଭା ଧାରାବାହିକ ବା ନିଜର ଦର୍ଶକଙ୍କୁ ମନୋରଞ୍ଜନର କାର୍ଯ୍ୟକ୍ରମ ଭେଟି ଦଉଛି ଜୀ ସାର୍ଥକ। ତାହାମଧ୍ୟରେ ଭାଗ୍ୟରେଖା ଧାରାବାହିକ ସାଜିଛି ଧାରାବାହିକ ପ୍ରେମିଙ୍କର ପ୍ରଥମ ପସନ୍ଦ। ଆଗକୁ ଏହି ଧାରାବାହିକରେ ରୋମାଞ୍ଚକର ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି। ଚଳିତଥର ଭାଗ୍ୟରେଖାରେ କିଛି ଭିନ୍ନ ମୋଡ଼ ଦେଖିବାକୁ ପାଇବେ ଦର୍ଶକେ।

ରେଖା ଓ ଭାଗ୍ୟ ପରସ୍ପର ପ୍ରତି ମନରେ ଥିବା ପ୍ରେମ ଭାବନାକୁ ଶେଷରେ ବ୍ୟକ୍ତ କରିଛନ୍ତି। ରେଖା, ମୟଙ୍କ ଓ ନିଜ ଘରଲୋକଙ୍କୁ ଜଣାଇଛି ଯେ ମୟଙ୍କ କୁ ସେ ବାହା ହୋଇ ନାହିଁ କାରଣ ସେ ଭାଗ୍ୟକୁ ଭଲ ପାଏ। ଯାହାକୁ ଶୁଣି ମୟଙ୍କ ରାଗରେ ଘର ଛାଡ଼ି ଚାଲିଯାଇଛି। ଅନ୍ୟ ପକ୍ଷରେ ମୟଙ୍କ ଘର ଛାଡ଼ି ଯିବା କଥା ଜାଣି ତାଙ୍କ ମା’ ଆସି ଭାଗ୍ୟ ଘରେ କରିଛନ୍ତି ପାଟିତୁଣ୍ଡ। ଯାହାପରେ ଭାଗ୍ୟ ଓ ରେଖା ମିଶି ମୟଙ୍କକୁ ଖୋଜିବାକୁ ଯାଆନ୍ତି। ଏହି ସବୁ ସୁଯୋଗର ଫାଇଦା ଉଠାଇ ମୟଙ୍କ ରେଖାର ଚରିତ୍ର ଉପରେ ପ୍ରଶ୍ନ ଉଠାଏ। ଅପରପକ୍ଷେ ଭାଗ୍ୟ ପରିବାର ମଧ୍ୟ ରେଖା ଉପରେ ରାଗ ରଖନ୍ତି ଓ କୁହନ୍ତି ରେଖା ପାଇଁ ଭାଗ୍ୟ ଆଜି ଭୁଲ ବାଟକୁ ଯାଇଛି।

ତେବେ ଏହି ସମସ୍ୟା ଭିତରେ କଣ କେବେ ରେଖା ଓ ଭାଗ୍ୟ ଏକାଠି ହୋଇପାରିବେ? ଭାଗ୍ୟ ପରିବାରକୁ ରେଖା ଓ ଭାଗ୍ୟର ପ୍ରେମ ସମ୍ପର୍କ ବିଷୟରେ ଜଣା ପଡ଼ିଲେ କଣ ହେବ? ଏହି ସମ୍ପର୍କକୁ ସେମାନେ କଣ ଆପଣାଇବେ? ଏହି ସବୁ ପ୍ରଶ୍ନର ଉତ୍ତର ଜାଣିବାକୁ ହେଲେ ଭାଗ୍ୟରେଖା ଧାରାବାହିକକୁ ଦେଖିବାକୁ ଅନୁରୋଧ କରିଛନ୍ତି ଜୀ ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର୍ ପ୍ରତୀକ ସିଲ୍।

ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Latest News

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.