Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଭୁବନେଶ୍ବର ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ
ଆଜିର ଖବର

କଟକ ଭୁବନେଶ୍ବର ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ

September 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକ ଭୁବନେଶ୍ବର ପୋଲିସ କମିଶନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ

ଭୁବନେଶ୍ବର: ଗତକାଲି ରାଜ୍ୟ ସରକାର ଆଇପିଏସ ସ୍ତରରେ ଅଦଳବଦଳ କରିବା ପରେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି କଟକ ଭୁବନେଶ୍ବର ପୋଲିସ କମିଶନର। ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି।

୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଏହା ପୂର୍ବରୁ ସେ ଏଡିଜି ଅପରେସନରେ କାର୍ଯ୍ୟ କରୁଥିଲେ।  ସେ ଭୁବନେଶ୍ବର କମିଶନରେଟ ଅଫିସରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଏହା ପରେ ସଂଜୀବ ପଣ୍ଡା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ।

ସଂଜୀବ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.