Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସୋଆ ପରିଦର୍ଶନ
ଆଜିର ଖବର

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ସୋଆ ପରିଦର୍ଶନ

September 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତୀ ସୁବାଷ ଚନ୍ଦ୍ର ପରିଜା ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଆମନ୍ତ୍ରିତ ହୋଇ ନ୍ୟାୟମୂର୍ତୀ ପରିଜା ବିଶ୍ୱବିଦ୍ୟାଳୟକୁ ଆସି ସଭାପତିଙ୍କ ସହ ଆଲୋଚନା କରିଥିଲେ।

ପ୍ରଫେସର (ଡକ୍ଟର) ନାୟକ ପୂର୍ବତନ ବିଚାରପତିଙ୍କୁ ସ୍ୱାଗତ କରିବା ସହ ସୋଆ ପରିଚାଳିତ ଆଇନ ମହାବିଦ୍ୟାଳୟ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ ଲ (ସ୍ନିଲ୍‌) ବିଷୟରେ ଆଲୋଚନା କରିଥିଲେ । ପ୍ରଫେସର (ଡକ୍ଟର) ନାୟକ ସ୍ନିଲ୍‌ର ପାଠ୍ୟକ୍ରମ, ଶୈକ୍ଷିକ ବ୍ୟବସ୍ଥା ଓ ଭିତିଭୂମୀ ବିଷୟରେ ତାଙ୍କୁ ଅବଗତ କରିଥିଲେ।

ଏହି ଅବସରରେ ସ୍ନିଲ୍‌ର ଶିକ୍ଷା ବ୍ୟବସ୍ଥା ଓ ଗୁଣବତାକୁ କିଭଳି ଅଧିକ ଉନ୍ନତ କରାଯାଇପାରିବ ଓ ଏହି ଶିକ୍ଷାନୁଷ୍ଠାନ ବିଶ୍ୱସ୍ତରରେ ନିଜକୁ ପ୍ରତିପାଦିତ କରିପାରିବ ସେ ବିଷୟରେ ନ୍ୟାୟମୂର୍ତୀ ପରିଜା ଦିଗଦର୍ଶନ ଦେଇଥିଲେ।

ଗତବର୍ଷ ନ୍ୟାୟମୂର୍ତ୍ତି ପରିଜା ସ୍ନିଲ୍ ପରିଦର୍ଶନରେ ଆସି ଏହାର ମୁଟକୋର୍ଟ କମ୍ପେ୍ଲକ୍ସକୁ ଉଦ୍‌ଘାଟନ କରିଥିଲେ।

ସ୍ନିଲ୍ ୨୦୨୪ରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ ର‌୍ୟାଙ୍କିଙ୍ଗ ଫ୍ରେମୱର୍କ (ଏନଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗରେ ଦେଶରେ ୯ମ ସ୍ଥାନ ଅଧିକାର କରିଥିଲା।

ଓଡିଶା ହାଇକୋର୍ଟ ସୋଆ ପରିଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.