Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ 2024 ଟି-20 ବିଶ୍ୱକପ୍: ପ୍ରଥମ ଦିନରେ ଦୁଇଟି ମ୍ୟାଚ୍, ଜାଣନ୍ତୁ ସମୟ
ଆଜିର ଖବର

ଆଜିଠାରୁ 2024 ଟି-20 ବିଶ୍ୱକପ୍: ପ୍ରଥମ ଦିନରେ ଦୁଇଟି ମ୍ୟାଚ୍, ଜାଣନ୍ତୁ ସମୟ

October 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: 2024 ଟି-20 ବିଶ୍ୱକପ୍ ଆଜିଠାରୁ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ଦୁଇଟି ମ୍ୟାଚ୍ ଅନୁଷ୍ଠିତ ହେବ। ଆଜି (03 ଅକ୍ଟୋବର) ଦୁବାଇ ଏବଂ ଶାରଜାଠାରେ ଖେଳାଯିବାକୁ ଥିବା 2024 ମହିଳା ଟି -20 ବିଶ୍ୱକପ୍ ର ପ୍ରଥମ ଦିନରେ ଦୁଇଟି ମ୍ୟାଚ୍ ଖେଳାଯିବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡର ମହିଳା ଦଳ ମଧ୍ୟରେ ଖେଳାଯିବ। ଦ୍ୱିତୀୟ ମ୍ୟାଚ୍ ପାକିସ୍ତାନ ଏବଂ ଶ୍ରୀଲଙ୍କାର ମହିଳା ଦଳ ମଧ୍ୟରେ ଖେଳାଯିବ।

ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡ ମଧ୍ୟରେ ମ୍ୟାଚ୍ ଭାରତୀୟ ସମୟ ଅପରାହ୍ନ 3:30 ରୁ ଶାରଜାଠାରେ ଖେଳାଯିବ। ତେବେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ସନ୍ଧ୍ୟା 7:30 ରୁ ଶାରଜାଠାରେ ଖେଳାଯି। ଟୁର୍ଣ୍ଣାମେଣ୍ଟରେ ଟିମ୍ ଇଣ୍ଡିଆର ପ୍ରଥମ ମ୍ୟାଚ୍ ଅକ୍ଟୋବର 4 ତାରିଖ ଦିନ ଖେଳାଯିବ। ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ଭେଟିବ।

ପ୍ରକାଶ ଯୋଗ୍ୟ ଯେ, ଆଜିଠାରୁ ଆରମ୍ଭ ହେବାକୁ ଥିବା ମହିଳା ଟି -20 ବିଶ୍ୱକପ୍‌ର ଫାଇନାଲ ଅକ୍ଟୋବର 20 ରବିବାର ଦିନ ଖେଳାଯିବ। 18 ଦିନ ମଧ୍ୟରେ ମୋଟ 23 ଟି ମ୍ୟାଚ୍ ଦେଖିବାକୁ ମିଳିବ। ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ବାଂଲାଦେଶରେ ଅନୁଷ୍ଠିତ ହେବାକୁ ଥିଲା, କିନ୍ତୁ ସେଠାରେ ଥିବା ପରିସ୍ଥିତିକୁ ଅନୁଧ୍ୟାନ କରି ଆଇସିସି ସେଠାରୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଥିଲା। ଏହା ହେଉଛି ଟୁର୍ଣ୍ଣାମେଣ୍ଟର 9 ମ ସଂସ୍କରଣ।

ଦୁଇଟି ଦଳରେ ବିଭକ୍ତ ଟୁର୍ଣ୍ଣାମେଣ୍ଟରେ ସମୁଦାୟ 10 ଟି ଦଳ ଅଂଶଗ୍ରହଣ କରୁଛନ୍ତି। ଗ୍ରୁପ୍- ଏ’ରେ ଅଷ୍ଟ୍ରେଲିଆ, ଭାରତ, ନ୍ୟୁଜିଲ୍ୟାଣ୍ଡ, ପାକିସ୍ଥାନ ଏବଂ ଶ୍ରୀଲଙ୍କା ସ୍ଥାନିତ ହୋଇଛି। ଯେଉଁଠାରେ ବାଂଲାଦେଶ, ଇଂଲଣ୍ଡ, ସ୍କଟଲ୍ୟାଣ୍ଡ, ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ୍ ଗ୍ରୁପ୍- ବି’ ରେ ରଖାଯାଇଛି।

Bangladesh Women ICC Womens T20 World Cup 2024 Pakistan Women Scotland Women Sri Lanka Women Womens T20 World Cup 2024
Share. Facebook Twitter LinkedIn Email WhatsApp Copy Link

Related Posts

ଡ଼କାୟତି ଯୋଜନା ବେଳେ ପୋଲିସର ଅତର୍କିତ ଚଢ଼ାଉ, ମାରଣାସ୍ତ୍ର ସହିତ ପାଞ୍ଚ ଗିରଫ

August 19, 2025

ନିର୍ବାଚନ ତଥ୍ୟ ଦେଇଥିବା CSDS ନିର୍ଦ୍ଦେଶକ ମାଗିଲେ କ୍ଷମା: ରାହୁଲ ଗାନ୍ଧୀଙ୍କୁ ବିଜେପି ର ଟାର୍ଗେଟ

August 19, 2025

ପୁଣି ବାଣ ଫୁଟାଇଲେ ବିଧାୟକ ଜୟନାରାୟଣ ମିଶ୍ର, ନବୀନ ଏବଂ ପାଣ୍ଡିଆନଙ୍କୁ ନେଇ କହିଲେ….

August 19, 2025

ହିଣ୍ଡାଲକୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର

August 19, 2025
Latest News

ଡ଼କାୟତି ଯୋଜନା ବେଳେ ପୋଲିସର ଅତର୍କିତ ଚଢ଼ାଉ, ମାରଣାସ୍ତ୍ର ସହିତ ପାଞ୍ଚ ଗିରଫ

August 19, 2025

ନିର୍ବାଚନ ତଥ୍ୟ ଦେଇଥିବା CSDS ନିର୍ଦ୍ଦେଶକ ମାଗିଲେ କ୍ଷମା: ରାହୁଲ ଗାନ୍ଧୀଙ୍କୁ ବିଜେପି ର ଟାର୍ଗେଟ

August 19, 2025

ପୁଣି ବାଣ ଫୁଟାଇଲେ ବିଧାୟକ ଜୟନାରାୟଣ ମିଶ୍ର, ନବୀନ ଏବଂ ପାଣ୍ଡିଆନଙ୍କୁ ନେଇ କହିଲେ….

August 19, 2025

ଭୁବନେଶ୍ବରବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ହେଲେ କାହିଁକି?

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ: ସି.ପି. ରାଧାକୃଷ୍ଣନ୍ ବନାମ ସୁଦର୍ଶନ ରେଡ୍ଡୀ, ଜାଣନ୍ତୁ କାହାର ପଲ୍ଲା ଭାରି?

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.