Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ
ଆଜିର ଖବର

ନୂଆଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ

October 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୂଆଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି। ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି।

ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି। ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି।

ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ। ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ।

ଓଡିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡିଶା ଏକ ଶିଳ୍ପ ହବ ରେ ପରିଣତ ହେବାକୁ ଯାଉଛି। ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ସଫଳ ସଙ୍କେତ ମିଳିପାରିଛି।

ଡବଲ ଇଞ୍ଜିନ ସରକାର ନୂଆଦିଲ୍ଲୀ ପୂର୍ବୋଦୟ ବିକଶିତ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.