Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରା ଅବସର ପୂର୍ବରୁ ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ମାନସ ସାହୁଙ୍କ ଦ୍ବାରା ବାଲୁକା ରଥ
ଆଜିର ଖବର

ରଥଯାତ୍ରା ଅବସର ପୂର୍ବରୁ ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ମାନସ ସାହୁଙ୍କ ଦ୍ବାରା ବାଲୁକା ରଥ

July 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
In the divine land of Puri, famous sand artist Manas Kumar Sahoo has created chariot made of sand.
In the divine land of Puri, famous sand artist Manas Kumar Sahoo has created chariot made of sand.

ସମୀକ୍ଷା ବ୍ୟୁରୋ

ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଶ୍ବପ୍ରସିଦ୍ଧ। ସାରା ଦୁନିଆରେ ଏହାକୁ ନେଇ ବେଶ୍‌ ଆଶ୍ଚର୍ଯ୍ୟ ଓ ଆଗ୍ରହ ମଧ୍ୟ। ରଥଯାତ୍ରାର ପବିତ୍ର ଦିବସ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି। ରଥାଯାତ୍ରା ପାଇଁ ମାନସ ବାଲିରେ ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷର ଏକ ସୁନ୍ଦର ପ୍ରତିକୃତି ନିର୍ମାଣ କରିଛନ୍ତି। ଏହି ବାଲୁକାକଳା ସାହାଯ୍ୟରେ ମାନସ ବିଶ୍ବ ଶାନ୍ତିରା ବାର୍ତ୍ତା ପ୍ରେରଣ କରିଛନ୍ତି। ଏଥିରେ ସେ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛାର ବାର୍ତ୍ତା ମଧ୍ୟ ଇଂରାଜୀରେ ଲେଖିଛନ୍ତି। ଯେଉଁ ଲୋକ ଭିଡ଼ ଭିତରେ ରଥ ଉପରେ ଭଗବାନଙ୍କୁ ଦେଖିପାରିବେ ନାହିଁ, ସେମାନେ ପୁରୀର ସ୍ବର୍ଣ୍ଣିମ ବାଲୁକାରେ ନିର୍ମିତ ଭଗବାନଙ୍କୁ ଦେଖି ଆତ୍ମସନ୍ତୋଷ ଲାଭ କରିପାରିବେ। ୧୫ ଫୁଟ ଚଉଡ଼ାର ଏହି ବାଲୁକା କୃତିକୁ କରିବା ପାଇଁ ମାନସଙ୍କୁ ପାଖାପାଖି ୮ ଘଣ୍ଟା ସମୟ ଲାଗିଥିଲା। ବର୍ତ୍ତମାନ ରଥଯାତ୍ରା ପାଇଁ ପୁରୀ ବେଳାଭୂମିରେ ଯାତ୍ରୀଙ୍କ ଭିଡ ଥିବାରୁ ଏହି ବାଲୁକା କଳା ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି।

ପୁରୀ ବାଲୁକାଶିଳ୍ପୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଶ୍ରୀଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.