Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଗାପୂଜା ପାଳନ ପାଇଁ ଟ୍ରେଣ୍ଡ୍‌ସରେ ଆରମ୍ଭ ହେଲା ‘ଖୁସି ର ପର୍ବ’
ଆଜିର ଖବର

ଦୁର୍ଗାପୂଜା ପାଳନ ପାଇଁ ଟ୍ରେଣ୍ଡ୍‌ସରେ ଆରମ୍ଭ ହେଲା ‘ଖୁସି ର ପର୍ବ’

October 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ପାଇଁ ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ଟ୍ରେଣ୍ଡ୍‌ସ ପକ୍ଷରୁ ‘ଖୁସି ର ପର୍ବ ଏବଂ ଶ୍ରେଷ୍ଠ ପୂଜା ଲୁକ୍ ପ୍ରତିଯୋଗିତା’ ସହିତ ଦୁର୍ଗାପୂଜା ଅଭିଯାନର ଶୁଭାରମ୍ଭ ଘୋଷଣା କରାଯାଇଛି।

ଦୁର୍ଗାପୂଜାକୁ ଗ୍ରାହକଙ୍କ ପାଇଁ ଅଧିକ ଆକର୍ଷଣୀୟ ଓ ଲାଭଦାୟକ କରିବା ପାଇଁ ଏହି ସ୍ୱତନ୍ତ୍ର ପଦକ୍ଷେପ ଅଧୀନରେ ୩୪୯୯/- ଟଙ୍କା କିମ୍ବା ତଦୂର୍ଦ୍ଧ୍ବ ମୂଲ୍ୟରେ କିଣାକିଣି କରୁଥିବା ଗ୍ରାହକଙ୍କୁ ମାତ୍ର ୨୪୯/୩୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ମିଳିବ। ଏହି ସମୟ ମଧ୍ୟରେ ଗ୍ରାହକମାନେ ଶ୍ରେଷ୍ଠ ପୂଜା ଲୁକ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ସହ ଆକର୍ଷଣୀୟ ପୁରସ୍କାର ଜିତିବାର ସୁଯୋଗ ପାଇବେ।

ଟ୍ରେଣ୍ଡ୍‌ସ ଗ୍ରାହକଙ୍କ ଠାରୁ ଏଣ୍ଟ୍ରି ମଧ୍ୟ ଆମନ୍ତ୍ରଣ କରୁଛି ଯେଉଁଠାରେ ସେମାନଙ୍କୁ ନିଜର ଏକ ସେଲ୍ଫି କ୍ଲିକ୍ କରିବାକୁ ପଡ଼ିବ କିମ୍ବା ୧ ମିନିଟ୍ ରିଲ୍ ତିଆରି କରିବାକୁ ପଡ଼ିବ ଏବଂ ଏହାକୁ ସେମାନଙ୍କ ଇନଷ୍ଟାଗ୍ରାମ / ଫେସବୁକ୍ ପ୍ରୋଫାଇଲରେ ପୋଷ୍ଟ କରିବାକୁ ପଡ଼ିବ ଏବଂ ଶ୍ରେଷ୍ଠ ପୂଜା ଲୁକ୍ ପ୍ରତିଯୋଗିତାରେ ନିଜ ଅଂଶଗ୍ରହଣ ପାଇଁ @RelianceTrends ପୃଷ୍ଠାକୁ ଟ୍ୟାଗ୍ କରିବାକୁ ହେବ।

ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ୨ ସହର ଏବଂ ଏହା ବାହାରେ ଭାରତର ଉପଭୋକ୍ତାମାନଙ୍କ ସହ ଏହାର ପହଞ୍ଚ ଏବଂ ସଂଯୋଗକୁ ସୁଦୃଢ଼ କରି ଟ୍ରେଣ୍ଡ୍‌ସ ପ୍ରକୃତରେ ଭାରତରେ ଫ୍ୟାଶନକୁ ଗଣତାନ୍ତ୍ରିକ କରୁଛି ଏବଂ ଏହା ଭାରତର ପ୍ରିୟ ଫ୍ୟାଶନ ସପିଂ ଗନ୍ତବ୍ୟସ୍ଥଳ ପାଲଟିଛି।

ଟ୍ରେଣ୍ଡ୍‌ସ ଷ୍ଟୋରରେ ଆଧୁନିକ ଲୁକ୍ ଏବଂ ପରିବେଶ ରହିଛି ଯେଉଁଥିରେ ଉତ୍ତମ ଗୁଣବତ୍ତା ଏବଂ ଫ୍ୟାଶନ ସାମଗ୍ରୀର ଏକ ଆକର୍ଷଣୀୟ ପରିସର ରହିଛି ଯାହା ଉପଭୋକ୍ତାମାନଙ୍କ ପାଇଁ ପ୍ରାସଙ୍ଗିକ ଏବଂ ସୁଲଭ ମୂଲ୍ୟ ଭାବରେ ଦେଖାଯାଏ।

ଗ୍ରାହକମାନେ ଟ୍ରେଣ୍ଡି ଓମେନ୍ସ ୱେୟାର, ପୁରୁଷ ପୋଷାକ, କିଡ୍ସ ୱେୟାର ଏବଂ ଫ୍ୟାସନ ଆକ୍ସେସରିଜ୍‌କୁ ଆକର୍ଷଣୀୟ ମୂଲ୍ୟରେ କିଣିବାର ଏକ ଅନନ୍ୟ ଏବଂ ଉତ୍କୃଷ୍ଟ ଅନୁଭୂତି ପାଇପାରିବେ।

ଟ୍ରେଣ୍ଡ୍‌ସ ଦୁର୍ଗାପୂଜା ରିଲାଏନ୍ସ ରିଟେଲ୍‌ର
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.