Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩ ଆନ୍ତଃ ରାଜ୍ୟ ଚୋର ଗିରଫ: ବହୁ ପରିମାଣର ରୁପା ଓ ନଗଦ ଟଙ୍କା ଜବତ
ଆଜିର ଖବର

୩ ଆନ୍ତଃ ରାଜ୍ୟ ଚୋର ଗିରଫ: ବହୁ ପରିମାଣର ରୁପା ଓ ନଗଦ ଟଙ୍କା ଜବତ

October 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ମାସରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଟାଟା ବେଞ୍ଚ ଛକରେ ଅବସ୍ଥିତ ଶ୍ରୀ ଅଳଙ୍କାର ଦୋକାନରୁ ଲୁଟ ହୋଇଥିଲା। ଏହି ଘଟଣାରେ ଅନୁସନ୍ଧାନ ଚଳାଇ ପୋଲିସ ପୁର୍ବରୁ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ବେଳେ ଆଉ ୩ ଜଣ ବାହାର ରାଜ୍ୟର ଲୁଟେରା ଯଥା ସଞ୍ଜୟ ଗିଲଦୟାଲ, ହିମାଂଶୁ ବର୍ମା ଓ ୱାହାଜୁଦିନ୍ ପ୍ରମୁଖଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରି ସେମାନଙ୍କଠାରୁ ୧୦ କିଲୋ ରୁପା, ନଗଦ ଏକଲକ୍ଷ ୫୭ ହଜାର ଟଙ୍କା ଓ ଘର ଭାଙ୍ଗିବା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଅସ୍ତ୍ର ଜବତ କରିଛି।

ତିନି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଉକ୍ତ ଯୁବକ ମାନେ ଉତ୍ତରପ୍ରଦେଶ ଓ ଉତ୍ତରାଞ୍ଚଳ ରାଜ୍ୟର ବୋଲି ପୋଲିସ କହିଛି।

ସୁଚନା ଅନୁଯାୟୀ ଜଣାପଡିଛି ଯେ, ପୁର୍ବରୁ ଗିରଫ ହୋଇଥିବା ୫ ଯୁବକ ମାନେ ମଧ୍ୟ ବାହାର ରାଜ୍ୟର ଥିଲେ। ଜଣେ ଓଡ଼ିଆ ଯୁବକ ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରୀ ଗ୍ରାମର ମାୟାଧର ବେହେରା ବୋଲି ଜଣାପଡିଛି ଓ ଅଭିଯୁକ୍ତ ମାୟାଧର ବହୁ ପୂର୍ବରୁ ଗଞ୍ଜେଇ ଚାଲାଣ ମାମଲାରେ ଗିରଫ ହୋଇ ଦିଲ୍ଲୀର ତିହାର ଜେଲରେ ଥିବା ବେଳେ ଉକ୍ତ ଅଣ ଓଡ଼ିଆ ଯୁବକଙ୍କ ସମ୍ପର୍କରେ ଆସି ପରବର୍ତ୍ତୀ ସମୟରେ ଏହି ଲୁଟ୍ କାର୍ଯ୍ୟ କରିଛି ବୋଲି ବିଭାଗୀୟ ସୁତ୍ରରୁ ଜଣାପଡିଛି।

ତିହାର ଜେଲ ବୈଦ୍ୟନାଥପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026
Latest News

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ

October 17, 2026

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ରୁଷରୁ ତୈଳ ଏବଂ ଗ୍ୟାସ କ୍ରୟ ପାଇଁ ଭାରତ ଉପରେ ଲାଗୁ ହେବ ନାହିଁ ଶୁଳ୍କ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.