Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ନବରାତ୍ରୀର ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

October 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନବରାତ୍ରୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମା’ ବ୍ରହ୍ମଚାରିଣୀଙ୍କୁ ପ୍ରାର୍ଥନା କରିଛନ୍ତି ଏବଂ ସମଗ୍ର ଦେଶକୁ ଅଶେଷ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରତ୍ୟେକ ଭକ୍ତଙ୍କୁ ସବୁ ଆହ୍ୱାନର ସମ୍ମୁଖୀନ ହେବାକୁ ଶକ୍ତି ଦେବାକୁ ଦେବୀଙ୍କ ନିକଟରେ ଶ୍ରୀ ମୋଦୀ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ନବରାତ୍ରୀର ଦ୍ୱିତୀୟ ଦିନରେ ସମସ୍ତ ଦେଶବାସୀଙ୍କ ପକ୍ଷରୁ ମା’ ବ୍ରହ୍ମଚାରିଣୀଙ୍କୁ ମୋର ବିଶେଷ ନମନ। ମା’ଙ୍କ ନିକଟରେ ପ୍ରାର୍ଥନା ଯେ ତାଙ୍କର ଭକ୍ତମାନଙ୍କୁ ପ୍ରତ୍ୟେକ ଆହ୍ୱାନର ସମ୍ମୁଖୀନ ହେବାକୁ ଶକ୍ତି ପ୍ରଦାନ କରନ୍ତୁ।”

DurgaPuja DurgaPuja2024 ନବରାତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Latest News

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.