Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଆଜିର ଖବର

ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

October 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ଘର ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ନିକଟ ସାତପହଣ୍ଡିଆ ଓ କଂଗ୍ରେସ ଦଳର ଦୃଢ଼ ସମର୍ଥକ ବୋଲି ଜଣାପଡିଛି। ମୃତ ଯୁବକର ଦେହରେ ଏକାଧିକ କ୍ଷତ ଚିହ୍ନ ରହିଛି ଓ ବିଶେଷ କରି ଗଳାରେ କଟା ଦାଗ ଥିବାରୁ ଏହା ଏକ ହତ୍ୟା ବୋଲି ସନ୍ଦେହ କରାଯାଉଛି। ଯେତେ ଦୁର ସମ୍ଭବ ପୁର୍ବ ଶତ୍ରୁତ ରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରୁଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ଯବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ମୃତ ଦେହ ଉଦ୍ଧାର ହତ୍ୟା  ସନ୍ଦେହ ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

June 28, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.