Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ
ଆଜିର ଖବର

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

October 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତ୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି।

ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ ସଂରକ୍ଷଣ ଏବଂ ପ୍ରଦୂଷଣ ମୁକ୍ତ ତଟ ବିଷୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ପ୍ରୋଗ୍ରାମ ଅଫିସର ଡକ୍ଟର ମୋଉ ରାୟ, ଡକ୍ଟର ଶ୍ୟାମଳେନ୍ଦୁ ତ୍ରିପାଠୀ, ଡକ୍ଟର ରାକେଶ ରୋଶନ୍ ଶତପଥୀ ଏବଂ ଡକ୍ଟର ଅନନ୍ତ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ୯୦ ଜଣ ସ୍ୱେଚ୍ଛାସେବୀ ଏହି ସମୁଦ୍ର ତଟର ୫ କିମି ପରିସୀମା ସଫେଇ କରିଥିଲେ। ସେମାନେ ପ୍ଲାଷ୍ଟିକ୍ ପାଣିବୋତଲ, ବସ୍ତୁ ଓ ଚକଲେଟ୍ ଖୋଳ ଭଳି ପଦାର୍ଥ ସଂଗ୍ରହ କରିଥିଲେ। ସମୁଦ୍ରକୂଳ ସଫା କରିବା ପରେ ସ୍ୱେଚ୍ଛାସେବୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଥିଲା।

ସଫେଇ କାର୍ଯ୍ୟକ୍ରମ ସମେତ ଏନ୍‌ଏସଏସ୍ ସ୍ୱେଚ୍ଛାସେବୀ ସମୁଦ୍ରକୂଳକୁ ବୁଲି ଆସିଥିବା ପର୍ଯ୍ୟଟକମାନଙ୍କୁ ବର୍ଜ୍ୟବସ୍ତୁକୁ ପକାଇବା ପାଇଁ ଡଷ୍ଟବିନ୍‌ର ବ୍ୟବହାର ନିମନ୍ତେ ସଚେତନ କରାଇଥିଲେ।

ଅସ୍ତରଙ୍ଗ ପୁରୀ ଜିଲ୍ଲା ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025
Latest News

ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା: ଉଦଯାପନୀ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ

October 19, 2025

‘ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ

October 19, 2025

ଇସ୍ତଫା ଦେବେ ଅଜିତ ଅଗରକର, ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହେବେ କି ରବି ଶାସ୍ତ୍ରୀ?

October 19, 2025

ବିପୁଳ ପରିମାଣରେ ବେଆଇନ ବାଣ ଜବତ କଲା ବାଣପୁର ପୋଲିସ

October 19, 2025

ଭାରତୀୟମାନଙ୍କୁ କାହିଁକି ବଳପୂର୍ବକ ବିତାଡ଼ିତ କରୁଛନ୍ତି କାନାଡା ସରକାର?: ପ୍ରଧାନମନ୍ତ୍ରୀଙ୍କ ବଡ଼ ଖୁଲାସା

October 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.