Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇଟି ରାଜ୍ୟର ନିର୍ବାଚନ ଫଳାଫଳ: ନିର୍ବାଚନ ଆୟୋଗଙ୍କ ହିସାବରେ କେଉଁ ଦଳର କ’ଣ ରହିଛି ସ୍ଥିତି?
ଆଜିର ଖବର

ଦୁଇଟି ରାଜ୍ୟର ନିର୍ବାଚନ ଫଳାଫଳ: ନିର୍ବାଚନ ଆୟୋଗଙ୍କ ହିସାବରେ କେଉଁ ଦଳର କ’ଣ ରହିଛି ସ୍ଥିତି?

October 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Jammu and Kashmir Election

ନୂଆଦିଲ୍ଲୀ: ଆଜି ହରିୟଣା ଓ ଜାମ୍ମୁକାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଜାରି ରହିଛି। ଉଭୟ ରାଜ୍ୟର ୯୦ ଟି ଆସନ ପାଇଁ ଭୋଟ ଗଣନା ଜାରି ରହିଥିବା ବେଳେ ନିର୍ବାଚନ ଆୟୋଗଙ୍କ ଦ୍ଵାରା ପ୍ରାରମ୍ଭିକ ଟ୍ରେଣ୍ଡରେ କେଉ ଦଳ କେତେ ଆସନରେ ଅଗ୍ରଣୀ କରୁଛି, ତାହା ଘୋଷଣା କରାଯାଉଛି।

ନିର୍ବାଚନ ଆୟୋଗଙ୍କ ଘୋଷଣା ମୁତାବକ, ବର୍ତ୍ତମାନ ହରିୟଣାରେ ବିଜେପି ୪୯ ଟି ଆସନରେ ଅଗ୍ରଣୀ ଥିବା ବେଳେ କଂଗ୍ରେସ ୩୫ ଟି ଆସନ, ଆଇଏନଏଲଡି ୧ ଟି, ବିଏସପି ୧ ଟି ଏବଂ ସ୍ଵାଧୀନ ପ୍ରାର୍ଥୀ ୪ ଟି ଆସନରେ ଆଗୁଆ ରହିଛନ୍ତି।

ସେହିଭଳି ଜାମ୍ମୁକାଶ୍ମୀରରେ ୯୦ ଟି ଆସନରେ ଏନସି ୪୨ ଆସନରେ ଆଗୁଆ ଥିବା ବେଳେ ବିଜେପି ୨୬ ଟି ଆସନ, ଭାରତୀୟ ଜାତୀୟ କଂଗ୍ରେସ ୧୦ ଟି ଆସନ, ପିଡିପି ୩ ଟି ଆସନ, ଜେପିସି ୨ ଟି, ବାମଦଳ ୧ ଟି ଏବଂ ସ୍ଵାଧୀନ ପ୍ରାର୍ଥୀ ୬ ଟି ଆସନରେ ଅଗ୍ରଣୀ କରୁଛନ୍ତି।

Elections 2024 Haryana Election 2024 Haryana Election Result 2024 Live Haryana Vidhan Sabha Chunav Result 2024 Jammu Kashmir Election 2024 Jammu Kashmir Election Result 2024 Live Jammu Kashmir Vidhan Sabha Chunav Result 2024
Share. Facebook Twitter LinkedIn Email WhatsApp Copy Link

Related Posts

ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା 

May 19, 2026

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Latest News

ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା 

May 19, 2026

ରାଶିଫଳ: ମେ ୧୯ ତାରିଖ ମଙ୍ଗଳବାର ଦିନ ଏହି ରାଶିର ଲୋକ ପାଇବେ ଖୁସି ଖବର

May 19, 2026

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.